Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ସମସ୍ତେ ମାନନ୍ତୁ କୋଭିଡ୍ ନିୟମ : ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ

452 0

ଭୁବନେଶ୍ବର :କରୋନା କଟକଣା ପାଳନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଓ ସଚେତନତା ସୃଷ୍ଟି କରାଯାଉଛି। ମାସ୍କ ପିନ୍ଧନ୍ତୁ ଓ ସାମାଜିକ ଦୂରତା ପାଳନ କରନ୍ତୁ। ଏପ୍ରିଲ ୨୦୨୧ରେ ମାସ୍କ ନପିନ୍ଧିଥିବା ଦେଢଲକ୍ଷ ଲୋକଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ୫କୋଟି ୬୬ ଲକ୍ଷ ୬୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ୩୫୦ ଦୋକାନ ଓ ଶିକ୍ଷାନୁଷ୍ଠାନ ସିଲ୍‌ ହୋଇଛି।

ଚଳିତ ମାସରେ କୋଭିଡ୍‌ କଟକଣା ଉଲ୍ଲଙ୍ଘନ ଅଭିଯୋଗରେ ୪୧୮ଜଣଙ୍କୁ ଗିରଫ କରାଯାଇଛି ଏବଂ ୧୮ହଜାରରୁ ଅଧିକ ଗାଡ଼ି ଜବତ ହୋଇଛି। ୧୩ଶହରୁ ଅଧିକ ଅବକାରୀ ମାମଲା ରୁଜୁ ହୋଇଛି।ଏହି ପରିପେଖିରେ ଆଜି ସମସ୍ତଙ୍କ ସୁରକ୍ଷା ପାଇଁ କୋଭିଡ୍ ନିୟମ ପାଳନ କରିବାକୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ ଲୋକମାନଙ୍କୁ ନିବେଦନ କରିଛନ୍ତି । ଲୋକମାନେ କଟକଣା ନ ମାନିଲେ କଠୋର ପଦକ୍ଷେପ ନିଆଯିବ ବୋଲି ସେ ସତର୍କ କରାଇଦେଇଛନ୍ତି ।ସେ କହିଛନ୍ତି ଯେ, ପୁଲିସ ବାହିନୀର ମୁଖ୍ୟ କାମ ହେଉଛି ଅପରାଧୀଙ୍କୁ ଧରିବା ଓ ଅପରାଧକୁ ରୋକିବା ।

ଏହି କାମ କରି ପୁଲିସ ବାହିନୀ ସନ୍ତୋଷ ପାଇଥାଏ । ମାତ୍ର ସାଧାରଣ ଲୋକମାନଙ୍କୁ ଦଣ୍ଡିତ କରିବାକୁ ପୁଲିସକୁ ଭଲ ଲାଗୁନାହିଁ, କିନ୍ତୁ ଏପରି କରିବାକୁ ବାଧ୍ୟ ହେଉଛି, କାରଣ ଅଧିକାଂଶ ଲୋକ ନିୟମ ମାନୁଥିବାବେଳେ କିଛି ଲୋକ ଅମାନିଆ ହେଉଛନ୍ତି ,ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।ରୋନା କଟକଣା ମାନିବାକୁ ଡିଜିପି ଅଭୟଙ୍କ ନିବେଦନ କରିଛନ୍ତି।

Related Post

ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’, କ’ଣ କ’ଣ ସବୁ ରହିବ ଖୋଲା

Posted by - March 21, 2020 709
ଭୁବନେଶ୍ବର ୨୧।୩: ସାରା ବିଶ୍ବରେ ଏବେ ଆତଙ୍କ ସୃଷ୍ଟି କରିଛି କରୋନା ଭାଇରସ୍ । ଏଥିରୁ ସୁରକ୍ଷିତ ରହିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି ।…

ଜନ୍ମମାଟିରେ ସହିଦ ହେମନ୍ତ ପଣ୍ଡାଙ୍କ ଶେଷକୃତ୍ୟ ସଂପନ୍ନ

Posted by - January 29, 2019 321
ଖୋର୍ଦ୍ଧା: ଜନ୍ମମାଟିରେ ସହିଦ ହେମନ୍ତ ପଣ୍ଡାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ପରିବାର ଓ ଗାଁ ଲୋକେ ସହିଦ ହେମନ୍ତ ପଣ୍ଡାଙ୍କୁ ଗାଁ ଶ୍ମଶାନରେ ଅନ୍ତିମ ବିଦାୟ ଦେଇଛନ୍ତି।ଶାନ୍ତ…

ଭୁଷୁଡିଲା ଇନ୍ଦ୍ରାବତୀ ବାମ କେନାଲ,ଜଳମଗ୍ନ ହେଲା ଶହଶହ ଏକର ଜମି

Posted by - September 4, 2022 0
ଧର୍ମଗଡ:(ହେମନ୍ତ କୁମାର ମାଝୀ) ଇନ୍ଦ୍ରାବତୀ ବାମ କେନାଲ ଭୁଷୁଡିବା ଫଳରେ ବଗାଡ ଗାଁର ଶହ ଶହ ଏକର ଜମି ଜଳମଗ୍ନ ହୋଇଛି। ନୂଆଁଖାଇକୁ ନେଇ କଳାହାଣ୍ଡି ସମେତ…

ହରଭଙ୍ଗା ଅଞ୍ଚଳରେ ବିଦେଶୀ ପକ୍ଷୀଙ୍କ କଳରବରେ ମୁଖରିତ ସାତକୋଶିଆ ଗଣ୍ଡ

Posted by - November 5, 2022 0
ବୌଦ୍ଧ : (ଚିତ୍ତ ରଞ୍ଜନ ସିଂହ)  ଅଧିକ ଶୀତ ଓ ଖାଦ୍ୟାଭାବରୁ ନିଜକୁ ରକ୍ଷା କରିବା ପାଇଁ ପକ୍ଷୀ ମାନେ ଦେଶାନ୍ତର ହୋଇଥାନ୍ତି l ହଜାର ହଜାର…