Breaking News
11:30 pmରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମ ଙ୍କ ପ୍ରଶଂସା 11:26 pmହକି ବିଶ୍ବକପ୍‌ ପୋଜିସନ୍‌ ମ୍ୟାଚ୍‌: ରାଉରକେଲାରେ ଭାରତ ୫-୨ରେ ଦକ୍ଷିଣ ଆଫ୍ରିକାକୁ ହରାଇଲା 11:24 pmନୂଆପଡ଼ା: ନୂଆପଡ଼ା ଜିଲ୍ଲା ତରବୋଡ଼ ଫାଣ୍ଡି ଦଲ୍ଲିପଡ଼ା ଠାରେ ଆଜି ବାଇକରେ ଲିଫ୍ଟ ଦେବାରେ ବିଲମ୍ବ କରିବା ସହ ସାମାନ୍ୟ କଥାକୁ ନେଇ ଯୁବକଙ୍କୁ ଗୁଳିମାଡ଼; ଗୁରୁତର ଅବସ୍ଥାରେ ଡାକ୍ତରଖାରେ ଭର୍ତ୍ତି, ଅଭିଯୁକ୍ତ ଅଟକ 11:23 pmଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଗାମୀ ୩ ମାସରେ ସଂପୂର୍ଣ୍ଣ ହେବ: ମୁଖ୍ୟ ଶାସନ ସଚିବ 11:18 pmପିଏଚଡି କରିଥିବା କରିଥିବା ସରକାରୀ କଲେଜ ଅଧ୍ୟାପକଙ୍କୁ ପ୍ରଦାନ କରାଯାଇଥିବା ତିନୋଟି ଆଡଭାନ୍ସ ଇନକ୍ରିମେଣ୍ଟକୁ ପ୍ରତ୍ୟାହାର ପ୍ରସଙ୍ଗରେ ଉଚ୍ଚଶିକ୍ଷା ବିଭାଗକୁ ଝଟକା ,ଜାନୁଆରି ୭ର ଏପରି ନିର୍ଦ୍ଦେଶ ଆଇନ ଅନୁସାରେ ଗ୍ରହଣୀୟ ନୁହେଁ:-ହାଇକୋର୍ଟ

ଚାଷୀ, ମହିଳା ଓ ଯୁବ ସମାଜ ହେବେ ଓଡ଼ିଶାର ପରିଚୟ। ‘କାଳିଆ’ ଯୋଜନା ଦେଶକୁ ବାଟ ଦେଖାଉଛି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1230 0

ଚାଷୀ, ମହିଳା ଓ ଯୁବ ସମାଜ ହେବେ ଓଡ଼ିଶାର ପରିଚୟ। ‘କାଳିଆ’ ଯୋଜନା ଦେଶକୁ ବାଟ ଦେଖାଉଛି। ଏପ୍ରିଲ୍‌ ୨ ତାରିଖରେ ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ଦିଆଯିବ ବୋଲି ଶନିବାର ପୂର୍ବାହ୍ନରେ ବଡ଼ଚଣା ଠାରେ ଆୟୋଜିତ ଜନସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Related Post

ଜାତୀୟ ଫିଲ୍ମ ସଂଗ୍ରହାଳୟରେ ଓଡ଼ିଆ ଫିଲ୍ମକୁ ଅଧିକ ସ୍ଥାନ ମିଳିବ

Posted by - February 7, 2019 0
ଜାତୀୟ ଫିଲ୍ମ ସଂଗ୍ରହାଳୟରେ ଓଡ଼ିଆ ଫିଲ୍ମକୁ ସ୍ଥାନ ନ ମିଳିବା ପରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

Leave a comment

Your email address will not be published.