Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ମାଲକାନଗିରି:ବାଇକରେ ବୁହା ହେଲା ମୃତ ଦେହ

652 0

ମଳକନାଗିରି:ଖୈରପୁଟରେ ରହୁଥିବା ଶୁକ୍ରା ଶିଶାଙ୍କ ହୃତଘାତରେ ମୃତ୍ୟୁ ହୋଇଥିଲା ।  ଶୁକ୍ରା ନିଜ ହୋଟେଲରେ ଚାହା ବିକ୍ରି କରିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଛଟପଟ ହେଉଥିବା ଦେଖି ପଡୋଶୀ ଲୋକେ ଖୈରପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ।

କିଛି ସମୟର ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।ମୃତ୍ୟୁ ପରେ ମୃତଦେହକୁ ଘରକୁ ନେବା ପାଇଁ ମେଡିକାଲ ପକ୍ଷରୁ କୌଣସି ଗାଡି ଯୋଗାଇ ଦିଆଯାଇନଥିଲା । ଶେଷରେ ବାଧ୍ୟ ହୋଇ ଗାଁ ଲୋକେ ଏକ ବାଇକ ଯୋଗେ ମୃତଦେହ ନିଜ ଗାଁ କଦମଗୁଡାକୁ ନେଇଥିଲେ

Related Post

ନବୀନ ମୋଦିଙ୍କ ଡବଲ୍‌ ଇଞ୍ଜିନ ଗୁମର

Posted by - April 23, 2019 24
ଭୁବନେଶ୍ବର୨୩|୪:ପ୍ରଚାରର କେନ୍ଦ୍ରସ୍ଥଳରେ ଏବେ ଗୋଟିଏ ଶବ୍ଦ ଡବଲ୍‌ ଇଞ୍ଜିନ । ଆଜି କେନ୍ଦ୍ରାପଡ଼ା ଏବଂ ବାଲେଶ୍ବରେ ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ…

ସମ୍ବଲପୁରୀ ଭାଷା ସାହିତ୍ୟ ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସକୁ ସମ୍ବଲପୁରୀ ଦିବସ ରୂପେ ପାଳନ

Posted by - August 1, 2022 0
ସୋନପୁର:(ଅଜିତ କୁମାର ପୂଜାହାରି)ଅଗଷ୍ଟ ୧ ସମ୍ବଲପୁରୀ ଦିନ। ସମ୍ବଲପୁରୀ ଭାଷା ସାହିତ୍ୟ ଜନକ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିବସକୁ ପ୍ରତ୍ୟେକ ବର୍ଷ ପଶ୍ଚିମ ଓଡିଶା…

ଇନ୍ଦିରା ଆବାସ ର କେଳେଙ୍କାରୀ,ବକେୟା ଟଙ୍କା ପାଇବାକୁ ସରକାରୀ ବାବୁଙ୍କୁ ଦେବାକୁପଡୁଛି ହାତ ଖର୍ଚ୍ଚ

Posted by - January 25, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ମାଳ ମାଳ ସରକାରୀ ଯୋଜନା,ପୁଣି ନୂଆ ନୂଆ ଯୋଜନା କରି ସରକାର ଡିଣ୍ଡିମ ପିଟୁଥିବା ବେଳେ ସଠିକ ଭାବରେ ପହଂଚି ପାରୁନି ଯୋଜନା ଉଚିତ…

ଓସିଏସ ପରୀକ୍ଷାରେ ତୃତୀୟ ସ୍ଥାନ ପାଇଲେ ଅନନ୍ୟା

Posted by - October 8, 2022 0
ଧର୍ମଗଡ଼:୮/୧୦( ହେମନ୍ତ କୁମାର ମାଝୀ)ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷା ବନ୍ଦନା କରଙ୍କ ଝିଅ ଅନନ୍ୟା ସ୍ରିଷ୍ଟି ସତପଥୀ ଓସିଏସ…