Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

୧୧ କେଭି ବିଦ୍ୟୁତ ତାର ଲାଗି ଦନ୍ତାର ମୃତ୍ୟୁ

224 0

ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅଧିନ ଲାଠିପଡା ବିଟ ଢଉପଲ୍ଲୀ କାଜୁ ଜଙ୍ଗଲରୁ ଦନ୍ତା ହାତୀର ମୃତ୍ୟୁ ଦେହ ଉଦ୍ଧାର ।ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ କୁ ଜବତ କରିଛି।ସୂଚନା ମୁତାବକ ଗତକାଲି ଆଠ ଟିକିଆ ହାତୀ ପଲ୍ଲ ଖାଦ୍ୟ ଅନ୍ବସରଣ ରେ ଢଉପଲ୍ଲୀ କାଜୁ ଜଙ୍ଗଲ ଦେଇ ଅତିକ୍ରମ କରୁଥିବା ବେଳେ ହାତୀ ସୁଣ୍ଢଟି୧୧ କେଭି ବିଦୂତ ତାର ସଂସ୍ପର୍ଶରେ ଆସିଯାଇଥିଲା ଫଳରେ ଘଟଣା ସ୍ଥଳରେ ଦନ୍ତା ହାତୀର ମୃତ୍ୟୁ ହୋଇଥିଲା ।

ହାତୀଟିର ବୟସ ୨୫ ରୁ୩୦ ବର୍ଷ ହବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେବା ପରେ ଘଟଣା ସ୍ଥଳରେ ବନ କର୍ମଚାରୀ ମାନେ ପହଞ୍ଚି ମୃତ ଦେହକୁ ଜବତ କରିଛନ୍ତି।ହାତୀର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ସହକାରୀ ବନ ସରଂକ୍ଷକ ସୁଦର୍ଶନ ବାଦି କହିଛନ୍ତି।

Related Post

ପ୍ରସିଦ୍ଧ ଶୈବ ପିଠ ହରିଶଙ୍କରରେ କାର୍ତ୍ତିକ ପୂର୍ଣ୍ଣିମା ରେ ଶ୍ରଦ୍ଧାଳୁ ଙ୍କ ଭିଡ଼

Posted by - November 19, 2021 0
ଖପ୍ରାଖୋଲ:( ତାପସ ରଞ୍ଜନ ବେହେରା)ପଶ୍ଚିମ ଓଡ଼ିଶା ପ୍ରସିଦ୍ଧ ଶୈବ ପିଠ ହରିଶଙ୍କର ରେ କାର୍ତ୍ତିକ ପୂର୍ଣ୍ଣିମା ଦିନ ପଂଚୁକ ବୁଡ଼ ପକାଇବା ପାଇଁ ହଜାର ହଜାର ଶ୍ରଦ୍ଧାଳୁ…

ଦାଦନ ଶ୍ରମିକ ବିଡିଓ ନିଖୋଜ ସ୍ତ୍ରୀ ଥାନାର ଦ୍ୱାରସ୍ଥ

Posted by - January 16, 2022 0
ନୂଆପଡ଼ା :(ମେଘନାଦ ନାଏକ)ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଗ୍ରାମର ଜଣେ ଦାଦନ ଶ୍ରମିକ ଆଜିକୁ ୩ମାସ ହେଲା ନିଖୋଜ ଥିବା ଜଣାପଡିଛି। ଦାଦନ ଶ୍ରମିକ…

ମା ବିରଜା ଙ୍କ ରଥଯାତ୍ରା ପାଇଁ ଅନୁମତି ଦେଲେ ହାଇକୋର୍ଟ

Posted by - October 8, 2020 0
କଟକ:ଶାରଦୀୟ ଦୁର୍ଗାପୂଜା ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ମନ୍ଦିରରେ ୯ ଦିନାତ୍ମକ ରଥଯାତ୍ରା ଅନୁଷ୍ଠିତ କେଉଁ ଆବହମାନ କାଳରୁ ହୋଇଆସୁଛି। ପ୍ରତିପଦରୁ ନବମୀ ପର୍ଯ୍ୟନ୍ତ…

ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବା ପାଇଁ ରକ୍ତ ଦାନ

Posted by - June 4, 2021 0
ଯାଜପୁର ଅଫିସ :ଓଡ଼ିଶାରେ କରୋନା ମହାମାରୀ ସମୟରେ ପ୍ରତିଟି ଜୀବନ ମୂଲ୍ୟବାନ ଯେଉଁ ବାର୍ତ୍ତା ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ ।  ତାହାକୁ ଅନୁସରଣ କରି ରକ୍ତ…

ନିୟମକୁ ବେଖାତିର, ୪୦୪ଜଣଙ୍କ ନାଁରେ ମାମଲା ରୁଜୁ,ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ନିୟମ କଡାକଡ଼ି

Posted by - March 26, 2020 401
ଭୁବନେଶ୍ୱର: କରୋନାକୁ ନେଇ ଆଜିବି ଅନେକ ଲୋକ ଲକଡାଉନ ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ…