Breaking News
11:54 pmପୋଲିସ ଅତ୍ୟାଚାରରେ ଆତ୍ମହତ୍ୟା ଘଟଣା ପଡିଲା ମହଙ୍ଗା। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ। ବଦଳିଲେ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିକାରିଣୀ ରୀନାରାଣୀ ସାହୁ। ସୂଚନା ଦେଲେ ଯାଜପୁର ଆରକ୍ଷୀ ଅଧିକ୍ଷକ ଭିନିତ ଅଗ୍ରୱାଲ 12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ

ବିଜେଡି କୋରାପୁଟ ଜିଲ୍ଲା ଉପସଭାପତି ତ୍ରିପୁରାରି ଗରଡା ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଜିଲ୍ଲା ସଭାପତି ଈଶ୍ବର ପାଣିଗ୍ରାହୀଙ୍କୁ ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଥିବା ଦର୍ଶାଇଛନ୍ତି।

1411 0

Related Post

Leave a comment

Your email address will not be published.