Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

481 0

ଭୁବନେଶ୍ୱର: ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୩%ରୁ ଅଧିକ କ୍ଷତି ସହିଥିବା କ୍ଷୁଦ୍ର/ନାମମାତ୍ର ଚାଷୀଙ୍କୁ ଇନପୁଟ୍ ସବସିଡି ମିଳିବ ବୋଲି କହିଲେ ନବୀନ। ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ସବସିଡି ମିଳିବ। ସେହିପରି ଜଳସେଚିତ ଜମି ପାଇଁ ହେକ୍ଟରକୁ ୧୩, ୫୦୦ ଟଙ୍କା ମିଳିବ। ବାରମାସୀ ଫସଲ ଜମି ପାଇଁ ହେକ୍ଟର ପିଛା ମିଳିବ ୧୮ ହଜାର ଟଙ୍କା ମିଳିବ। ସେହିପରି ବାରମାସୀ ଫସଲ ପାଇଁ ସର୍ବନିମ୍ନ ୨ ହଜାର, ଅନ୍ୟ ଫସଲ ପାଇଁ ୧ ହଜାର ମିଳିବା ନେଇ ଘୋଷଣା ହୋଇଛି।

ପ୍ରଭାବିତ ଜିଲ୍ଲାର ଚାଷୀଙ୍କୁ ଏବେ ମିଳୁଥିବା ରିହାତି ସହ ୨୫% ଅଧିକ ରିହାତି ମିଳିବ।ୟାସ ବାତ୍ୟା କ୍ଷୟକ୍ଷତି ବାବଦକୁ ଓଡ଼ିଶାକୁ ୫ଶହ କୋଟିର କେନ୍ଦ୍ରୀୟ ସହାୟତା ପୂର୍ବରୁ ମିଳିଛି । ଏହି ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପଟେ ବାତ୍ୟା ମୁକାବିଲା ନେଇ ଦୀର୍ଘ ମିଆଦି ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସହ୍ୟ କରିପାରୁଥିବା ବିଦ୍ୟୁତ ବ୍ୟବସ୍ଥା ଓ ସାମୁଦ୍ରିକ ଜୁଆରକୁ ରୋକିବା ଲାଗି ବନ୍ଧ ର୍ନିମାଣ ପାଇଁ ଦାବି ରଖିଛନ୍ତି ରାଜ୍ୟ ସରକାର।

Related Post

ଶହୀଦ ବୀର ଲକ୍ଷ୍ମଣ ଙ୍କ ପ୍ରତିମୂର୍ତି ସ୍ଥାପନ କରିବା ପାଇଁ ଚିତ୍ରକୋଣ୍ଡା ବିଧାୟକଙ୍କୁ ଅନୁରାଧ

Posted by - July 11, 2021 0
ମାଥିଲି:(ଅବଦୁଲ ଗନି) ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଅନ୍ତର୍ଗତ କୀଆଙ୍ଗ ଗ୍ରାମ ପଂଚାୟତ ଜନସାଧାରଣ କୀଆଙ୍ଗ ଛକ ଶିବମନ୍ଦିର ନିକଟ ରାସ୍ତା କୁ  ଶହୀଦ ଲକ୍ଷ୍ମଣ ନାୟକ…

ଜିଲ୍ଳାପାଳ ଙ୍କ ହରଭଙ୍ଗା 5T ଉଚ୍ଚ ବିଦ୍ୟାଳୟ କାର୍ଯ୍ୟ ପରିଦର୍ଶନ

Posted by - September 28, 2021 0
ବୌଦ୍ଧ-(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଳାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ହରଭଙ୍ଗା ବ୍ଳକ୍ ଗସ୍ତରେ ଆସି 5ଟି ଅଧିନରେ ଥିବା ହରଭଙ୍ଗା ଉଚ୍ଚ ବିଦ୍ୟାଳୟ ରେ ନିମାଣ କାର୍ଯ୍ୟ…

ଦୁଇ ସାହାସୀ ବାଳକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Posted by - September 10, 2019 40
ଭୁବନେଶ୍ବର ୧୦।୯- ଗଣେଶ ପୂଜା ଦିନ ଯାଜପୁର ଜିଲ୍ଲା କୋରେଇ ବ୍ଲକର ସଡ଼କପୁର ପ୍ରାଇମେରୀ ସ୍କୁଲର ୬ ବର୍ଷର ଛାତ୍ର ଅବଦୁଲ ରୁମେନ ଖାନକୁ ପୋଖରୀରେ ବୁଡ଼ି…

ଦୁର୍ଗମ କାଣିଗୁମା ଠାରେ ଡାକ୍ତରଖାନାର ଶିଳାନ୍ୟାସ କଲେ ବିଧାୟକ

Posted by - April 7, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକର କାଣିଗୁମା ଠାରେ ଏକ ଡାକ୍ତରଖାନା ନିର୍ମାଣ ପାଇଁ ଭିତ୍ତି…

ମହାନଦୀ ସେତୁ ର ସୁସଜ୍ଜିତ ଆଲୁଅରେ ଚାଲିଛି ଅବାଧ୍ୟ୍ୟ ଶହଶହ ଗୋମାତା ଚlଲାଣ

Posted by - September 3, 2021 0
ବୌଦ୍ଧ(ଚିତରଞ୍ଜନସିଂ), କରୋନା ମହାମାରୀ କୁ ନେଇ ସରକାରୀ, ବେସରକାରୀ, ସାଧାରଣ ଜନତା, ସ୍କୁଲ, କଲେଜ ର ଅବସ୍ଥା କୁ ଦେଖିଲେ ଆମ ରାଜ୍ୟ ଓଡିଶା କୁ ଛାଡ଼ନ୍ତୁ…