Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ପେଟ୍ରୋଲ ଓ ଡିଜେଲ ଦରଦାମ ବୃଦ୍ଧି ନେଇ କଂଗ୍ରେସ ପକ୍ଷରୁ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ

540 0

ସୋନପୁର:(ଅଜିତ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଳା କଂଗ୍ରେସ କଂଗ୍ରେସ ପକ୍ଷରୁ ପେଟ୍ରୋଲ ଡ଼ିଜେଲ ଦରଦାମ ବୃଦ୍ଧି ନେଇ ଆଜି ଜିଲ୍ଲା ସଦର ମହକୁମା ସମସ୍ତ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ଜିଲ୍ଳା ସଭାପତି ଗୌରୀ ଶ୍ଯାମ ପଣ୍ଡାଙ୍କ ନେତୃତ୍ଵରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ କେନ୍ଦ୍ର ସରକାର ବିରୁଦ୍ଧରେ ନାରାବାଜି କରିଥିଲେ l

କରୋନା ପରି ମହାମାରୀ ସମୟରେ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଥିବା ବେଳେ ପେଟ୍ରୋଲ ଓ ଡିଜେଲ ଦର୧୦୦ ପାର କରିଛି l ଫଳରେ ଗରିବ ଓ ମଧ୍ୟବିତ୍ତ ପରିବାର ର ଲୋକେ ଦୈନନ୍ଦିନ ଜୀବନ ଜୀବିକା ରେ ବାଧା ସୃଷ୍ଟି କରୁଛି l ଆଗାମୀ ଦିନରେ ପେଟ୍ରୋଲ ଡ଼ିଜେଲ ଓ ଗ୍ୟାସ୍ ଦର ବୃଦ୍ଧି ନ କମିଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି କଂଗ୍ରେସ କର୍ମୀ l

Related Post

ବିକାଶ କାର୍ଡ ଖେଳି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ।

Posted by - February 17, 2019 0
ଭଦ୍ରକ ରାଣୀତାଲ୍‌ରେ ଆୟୋଜିତ ଦଳର ଶକ୍ତିକେନ୍ଦ୍ର ପ୍ରମୁଖ କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧିତ କରି ଓଡ଼ିଶାରେ କାହିଁକି ବିକାଶ ହେଉନାହିଁ ବୋଲି ପ୍ରଶ୍ନ କରିଥିଲେ ରାଜନାଥ।ସ୍ଥାୟୀ ସରକାର ସତ୍ତ୍ୱେ…

ଶିଶୁ ପାଇଁ ଦିନଟିଏ ଓ ଜିଲ୍ଲା ଟାସ୍କ ଫୋର୍ସ ବୈଠକ

Posted by - May 20, 2022 0
ସୋନପୁର:(ଅଜିତ କୁମାର ପୁଜହାରି)ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜ଼ିଲ୍ଲା ପ୍ରଶାସନ ର ମିଳିତ ଆନୁକୂଳରେ ଜ଼ିଲ୍ଲାପାଳଙ୍କ ସମ୍ମିଳିନୀ କକ୍ଷ ରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ…

ଡିଏଭି ମହାବିଦ୍ୟାଳୟ ପରିସରରୁ ବିନା ଅନୁମତିରେ ଶାଗୁଆନ ଗଛ କଟା ଘଟଣା,ବନ ବିଭାଗ ଅଧିକାରୀ ଆସି କଲେ ଅନୁଧ୍ୟାନ

Posted by - May 6, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଟିଟିଲାଗଡ ଡିଏଭି ମହାବିଦ୍ୟାଳୟ ପରିସରରେ ନିର୍ମାଣ ହେବ ଟାଉନ ହଲ, ଟାଉନ ହଲ ପାଖରେ ବୋଏଜ ହଷ୍ଟେଲ ଏବଂ କମର୍ସ ବ୍ଲକରେ ନିର୍ମାଣ ହେବ…

ବାତ୍ୟା ୟାସ୍ ପାଇଁ ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାଶନ ସ୍ଥାନାନ୍ତିତ ପ୍ରକ୍ରିୟା

Posted by - May 25, 2021 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ବାତ୍ୟା ୟାସ୍ ପାଇଁ ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାଶନ ସ୍ଥାନାନ୍ତିତ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।ରତ୍ନଗିରି , ଗମୁ , ବାଲିବିଲି ,…

ରାଜ୍ୟ ରେ ୧୪ କୋରୋନା ପୋଜିଟିଭ ଚିହ୍ନଟ,ଅପଡେଟ ଦେଖନ୍ତୁ(୯ ମଇ ସକାଳ ୦୭.୪୫ )

Posted by - May 9, 2020 0
ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍…