ଆଜି ସକାଳ ୯ଟା ସମୟରେ ମେଡିକାଲ୍ରେ ଥିବା ପାଥୋଲୋଜି ବିଭାଗର ଦୁଇଟି ରୁମ୍ ନିଆଁ ଲାଗି ଯାଇଥିଲା। ଫଳରେ ପାଥୋଲୋଜି ବିଭାଗ ଭିତରେ ଥିବା ଗୁରୁତ୍ୱପୂର୍ଣ୍ଣ ଆସବାବପତ୍ର ଓ ମୂଲ୍ୟବାନ ସାମଗ୍ରୀ ପୋଡି ଧ୍ୱଂସ ହୋଇ ଯାଇଥିଲା। ଏହି ଅଗ୍ନିକାଣ୍ଡ ସର୍ଟ ସର୍କିଟ ଯୋଗୁ ହୋଇଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ମେଡିକାଲ୍ର ୧୦ରୁ ଊର୍ଧ୍ୱ ଏସି ପୋଡ଼ି ଜଳି ପାଉଁଶ ହୋଇ ଯାଇଥିବା ସୂଚନା ମିଳିଥିଲା। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ପୋଡ଼ି ପାଉଁଶ ହୋଇଥିବା ସହ ଲକ୍ଷ ଲକ୍ଷ ଟଙ୍କାର ଆସବାପତ୍ର ମଧ୍ୟ ଜଳି ପୋଡ଼ି ନଷ୍ଟ ହୋଇଯାଇଛି। ଅଗ୍ନିଶମ ବିଭାଗକୁ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁଁକୁ ଆୟତ୍ତ କରିଥିଲେ।

Why couldn’t I have the same or similar opinions as you? T^T I hope you also visit my blog and give us a good opinion. baccarat online