Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବର୍ଡାକଟା ଗାଁରେ ବଜ୍ରାଘାତ ରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ

475 0

ସୋନପୁର:( ଅଜିତ୍ କୁମାର ପୁଝାରୀ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବର୍ଡାକଟା ଗାଁରେ ବଜ୍ରାଘାତ ରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି । କେନ୍ଦୁ ପତ୍ର ଫଡିରେ ପତ୍ର ବାନ୍ଧୁ ଥିବାବେଳେ ଘଟିଛି ଏପରି ଅଘଟଣ । ମୃତକ ମାନେ ହେଲେ ବହଲପଦର ଗାଁର ତ୍ରିଲୋଚନ ପଧାନ ଓ ଭାଲୁଚୁଆଁ ଗାଁର ବାସନ୍ତି ମୁଣ୍ଡା । ବିରମହାରାଜପୁର ଡାକ୍ତରଖାନାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।

ଆହତ ବ୍ୟକ୍ତି ସମାରୁ ମୁଣ୍ଡାକୁ ସୁବର୍ଣ୍ଣପୁର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତାର କରାଯାଇଛି । ଆଜି ମଧ୍ୟାହ୍ନରେ ଖାଇ ସାରି ତଳେ ବସି ପତ୍ର ବାନ୍ଧୁଥିବା ବେଳେ ହଠାତ ବଜ୍ରାଘାତ ହୋଇଥିଲା । ତେବେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି ।

 

Related Post

ପୂର୍ବତନ ଲୋକସଭା ସଦସ୍ୟ ଖାରବେଳ ସ୍ୱାଇଁ ଙ୍କ ଦୁଇ ଦିନିଆଁ ବୌଦ୍ଧ ଗସ୍ତ

Posted by - February 3, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଲୋକସଭା ସଦସ୍ୟ ମହାମେଘବାହନ ଐରଖରାବେଳ ସ୍ୱାଇଁ ବୌଦ୍ଧ ଜିଲ୍ଲା କୁ ଦୁଇ ଦିନିଆଁ ଗସ୍ତ ରେ ଆସି…

ବରୀରେ ସି.ଏସ୍‌.ସି. ଦିବସ ପାଳନ

Posted by - July 16, 2020 0
ବରୀ:(ସ୍ନେହଂଶୁ ଶେଖର ମହାନ୍ତି )ବରୀ ବ୍ଲକର ବାଲିଆପାଳ ଛକ ସ୍ଥିତ ଜନ ସେବା କେନ୍ଦ୍ର ରେ ଆଜି ସି.ଏସ୍‌.ସି. ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଭଅଁରା…

ବୃକ୍ଷ ରୋପଣ କାର୍ଯ୍ୟକ୍ରମ

Posted by - August 28, 2021 0
ବାଲିଆପାଳ:(ପ୍ରଭାକର ମଲ୍ଲୀକ୍)ବୃକ୍ଷ ହିଁ ଜୀବନ ।ବୃକ୍ଷ ନଥିଲେ ଅମ୍ଳଜାନ ଅଭାବରୁ ପୃଥିବୀ ଧ୍ବଂସ ପାଇଜିବ ।କରୋନା ମହାମାରୀ ରେ ଅମ୍ଳଜାନ ର ସଂକଟ ଦେଖା ଦେଇଛି।ଏହାର ମୂଳ…

କଳାହାଣ୍ଡି ର ବିଶିଷ୍ଟ ସାମ୍ବାଦିକ ମହମ୍ମଦ ଅସଲମ ଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

Posted by - December 20, 2021 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ/ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ର ବିଶିଷ୍ଟ ଜଣାଶୁଣା ନିରପେକ୍ଷ ନିର୍ଭୀକ ସାମ୍ବାଦିକ ମହମ୍ମଦ ଅସଲମ ଙ୍କ ଅକାଳ ବିୟୋଗ ସମଗ୍ର ଓଡ଼ିଶାରେ ଶୋକର ଛାୟା…