Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ମହୁଲ ଗଛରୁ ଝୁଲନ୍ତା ମୃତ ଦେହ ଉଦ୍ଧାର

482 0

ସୋନପୁର:(ଅଜିତ କୁମାର ପୁଝାରୀ)ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା କୁମୁଣ୍ଡେ ଗାଁ ପାଖରେ ଥିବା କ୍ରସର ନିକଟରେ ଏକ ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ଆଜି ଯୁବକଙ୍କ ଝୁଲନ୍ତା ମୃତଦେହ ଏକ କପଡ଼ାରେ ଝୁଲୁଥିବା କିଛି ସ୍ଥାନୀୟ ଲୋକ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ l ଖବର ପାଇ ମେଣ୍ଡା ଫାଣ୍ଡି ପୋଲିସ ଶବକୁ ଜବତ କରିବା ସହ ତଦନ୍ତ ଚାଲୁ କରିଛି ।

ତେବେ ମୃତ ଯୁବକ ଜଣକ ସୁଶୀଲ ବଘାର ଘର ବୌଦ୍ଧ ଜିଲ୍ଲା ବିଷ୍ଣୁପୁର ବୋଲି ଜଣl ପଡିଛି । ତେବେ ସେ କୁମୁଣ୍ଡେ ସ୍ଥିତ ଏକ କ୍ରସରର ହାଇୱା ଡ୍ରାଇଭର ଭାବରେ କାମ କରୁଥିଲେ । କାହିଁକି ସେ ଆତ୍ମହତ୍ୟା କରିଛନ୍ତି କି କିଏ ତାଙ୍କୁ ହତ୍ୟା କରିଛି ତାହା ପୋଲିସ ତଦନ୍ତ ପରେହିଁ ଜଣାପଡିବ ।ଘଟଣାସ୍ଥଳରେ ମେଣ୍ଡା ଫାଣ୍ଡି ପୋଲିସ ପହଂଚି ଶବ ଜବତ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ।

 

Related Post

ରେଙ୍ଗାଲି ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ତ୍ରିରଙ୍ଗା ଶୋଭା ଯାତ୍ରା

Posted by - August 17, 2022 0
ସମ୍ବଲପୁର/ରେଙ୍ଗାଲି ୧୪/୦୮(ରମାକାନ୍ତ ବିଶ୍ବାଳ)ସ୍ୱାଧୀନତା ର ୭୫ତମ ପୂର୍ତ୍ତି ତଥା ଅଜାଦି କା ଅମୃତ ମହୋତ୍ସବ ଅବସର ରେ ବରିଷ୍ଠ ନାଗରିକ ପରିଷଦ ସଭାପତି ଶ୍ରୀ ବସନ୍ତ କୁମାର…

ମହରାପଦର ପଂଚାୟତ ପୁର୍ବତନ ସରପଂଚ ପାଲାସାଗର ଭୋଇ ଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

Posted by - January 14, 2022 0
=ଖପ୍ରାଖୋଲ: (ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ ମହରାପଦର ପଂଚାୟତ ର ପୁର୍ବତନ ସରପଂଚ ତଥା ୮୦ ଦଶକ ର ଗନ୍ଧମାର୍ଦ୍ଦନ ଆନ୍ଦୋଳନର ଆଗ ଧାଡିର ନେତା…

ବରିଷ୍ଠ ନାଗରିକ ମଞ୍ଚ ଅବସର ପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ

Posted by - October 28, 2022 0
ବୌଦ୍ଧ : (ଚିତ୍ତ ରଞ୍ଜନ ସିଂହ) ହରଭଙ୍ଗା ବ୍ଲକ ବରିଷ୍ଠ ନାଗରିକ ମଞ୍ଚ ଅବସର ପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ସାଧାରଣ ବୈଠକ ଚାରିଛକ କେଦାରେଶ୍ୱର…

ବିମାନ ବନ୍ଦର ପାଇଁ ପ୍ରଧାନମନ୍ତ୍ରୀ ଙ୍କୁ ଚିଠି

Posted by - March 12, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ସୁବର୍ଣ୍ଣପୁର ଜିଲ୍ଲାରେ ଏକ ବିମାନ ବନ୍ଦର ସକାଶେ ମାନ୍ୟବର ପ୍ରଧାନମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ସଚେତନ ନାଗରିକ ମଞ୍ଚ ର ସଭାପତି ସିତାଂଶୁ ଶେଖର…

ଶିଳ୍ପାନୁଷ୍ଠାନ ରେ ସ୍ଥାନୀୟ ନିଯୁକ୍ତି ଦାବିରେ ଆରଡିସି କାର୍ଯ୍ୟାଳୟ ଘେରିଲା ୟୁଦ ଫର ଆସ୍କନ

Posted by - September 17, 2022 0
ସମ୍ବଲପୁର:  (ରମାକାନ୍ତ ବିଶ୍ବାଳ) ରାଜ୍ୟ ରେ ଥିବା ବେକାରୀ ସମସ୍ୟା ସହ ଶିଳ୍ପାନୁଷ୍ଠାନ ରେ ସ୍ଥାନୀୟ ନିଯୁକ୍ତି ଦାବି ରେ ଆଜି ସମ୍ବଲପୁର ଠାରେ ଆରଡିସି ଅଫିସ…