Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ଟିକା ପ୍ରମାଣପତ୍ର ଦୋକନରେ ନ ଲଗେଇଲେ ଖୋଲିପାରିବେନି ଦୋକାନ

663 0

ଗଞ୍ଜାମ:କୋଭିଡର ତୃତୀୟ ଲହର ରୁ ବଞ୍ଚିବା ପାଇଁ ଟିକାକରଣ ଜରୁରୀ ଅଟେ । ଏବେ ବ୍ୟବସାୟୀ ଏବଂ ଦୋକାନୀମାନଙ୍କୁ ଟିକାକରଣ ଉପରେ ଗୁରୁତ୍ବ ଦିଆଯାଇଛି । ଦୋକାନୀମାନେ ଟିକା ନେବାପରେ ସେମାନଙ୍କ ଟିକା ନେଇଥିବା ପ୍ରମାଣ ପତ୍ର ଦୋକାନ ସମ୍ମୁଖରେ ଲଗାଇବା ବାଧ୍ୟ ଅଟେ ।କା ନନେଲେ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ ବୋଲି କହିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ସେ କହିଛନ୍ତି ଜିଲାରେ ଟ୍ୟାକ୍ସି ଡ୍ରାଇଭର, ଅଟୋ ଡ୍ରାଇଭର, ହାଟ ବଜାରରେ ବିକ୍ରି କରୁଥିବା ବିକ୍ରେତାମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ। ଏଥିସହିତ ବୃହତ ବଜାର ଏବଂ ପର୍ଯ୍ୟଟନ ସ୍ଥଳରେ ରହିଥବା ଦୋକାନୀମାନଙ୍କୁ ମଧ୍ୟ ଗୁରୁତ୍ୱ ଦିଆଯାଇ ଟିକାକରଣ କରାଯିବ।

ବ୍ୟବସାୟୀମାନେ ନିଜେ ଟିକା ନେବା ସହିତ ସେମାନଙ୍କ ଦୋକାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ଟିକା ଦେଇ ସେ ସମ୍ପର୍କି ପ୍ରମାଣପତ୍ର ନିଜ ଦୋକାନ ସମ୍ମୁଖରେ ଦର୍ଶାଇବେ, ଯଦ୍ଦ୍ୱାରା ଗ୍ରାହକମାନେ ଉକ୍ତ ଦୋକାନୀ ଟିକା ନେଇଥିବା ଜାଣିପାରିବେ। ଯଦି ଦୋକାନ ଟିକା ନେଇନଥିବେ ଏବଂ ତତ୍‍ ସମ୍ପର୍କିତ ପ୍ରମାଣପତ୍ର ଦୋକାନ ସମ୍ମୁଖରେ ପ୍ରଦର୍ଶନ ନକରିବେ ତେବେ ସେମାନଙ୍କୁ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ।

Related Post

ପେଟ୍ରୋଲ ଓ ଡିଜେଲ ଦରଦାମ ବୃଦ୍ଧି ନେଇ ନବରଙ୍ଗପୁର କଂଗ୍ରେସ ପକ୍ଷରୁ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ

Posted by - June 11, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ)ନବରଙ୍ଗପୁର ଜିଲ୍ଲା ପଛୁଆ ଜିଲ୍ଲା ରେ ତିନି ଅଙ୍କ ଛୁଇଁଲା ପେଟ୍ରୋଲ ଦର ଏଣୁ ଆଜି ନବରଙ୍ଗପୁର ଜିଲ୍ଳା କଂଗ୍ରେସ କଂଗ୍ରେସ ପକ୍ଷରୁ ପେଟ୍ରୋଲ…

ପ୍ରବଳ ତାତି ଯୋଗୁଁ ରାଜ୍ୟବାସୀ ବେହାଲ୍: ତିନୋଟି ଜିଲ୍ଲାରେ ତାପ ମାତ୍ରା ୪୦ ଡିଗ୍ରୀ ଉପରେ

Posted by - March 17, 2022 0
ଭୁବନେଶ୍ୱର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ମାର୍ଚ୍ଚ ମାସ ମଧ୍ୟ ଭାଗରେ ପହଞ୍ଚି ଥିବାବେଳେ ପ୍ରବଳ ଖରା ସାଙ୍ଗକୁ ତାତି ବୃଦ୍ଧି ପାଇବାରେ ଲାଗିଛି, ଫଳରେ ରାଜ୍ୟବାସୀ…

ତୃଟିପୂର୍ଣ୍ଣ ବନ୍ଦୋବସ୍ତ ବ୍ୟବସ୍ଥା ର ଶିକାର କଳାହାଣ୍ଡି ରୟତ, ସମସ୍ୟା ର ସମାଧାନ ପାଇଁ ଦାବୀ

Posted by - April 12, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ବନ୍ଦୋବସ୍ତ ଯୋଗୁଁ ରୟତ ବିଶେଷକରି ଚାଷୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ନବବର୍ଷରେ ସମଲେଶ୍ୱରୀ ମନ୍ଦିର ଭକ୍ତଙ୍କ ପ୍ରବେଶ ଉପରେ କଟକଣା

Posted by - December 29, 2021 0
ସମ୍ବଲପୁର :(ରମାକାନ୍ତ ବିଶ୍ବାଳ)ନବବର୍ଷରେ ସମ୍ବଲପୁର ରେ ଭକ୍ତ କରିପାରିବେ ନାହିଁ ମାଁ ସମଲେଶ୍ୱରୀ ଙ୍କ ଦର୍ଶନ । ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ଯାରିକରିଛି ସମ୍ବଲପୁର…