Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ଋଷିକୁଲ୍ୟା ନଦୀ ପଠାରୁ ମୁଣ୍ଡ ବିହୀନ ଗଳିତ ଶବ ଉଦ୍ଧାର

632 0

ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ଋଷିକୁଲ୍ୟା ନଦୀ ପଠାରୁ ମୁଣ୍ଡ ବିହୀନ ଗଳିତ ଶବ ଉଦ୍ଧାର ହୋଇଛି।ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ସୋରଡା ପୁଷ୍ପନଗର ଅଞ୍ଚଳରେ ।ସୂଚନା ମୁତାବକ ଆଜି ସକାଳୁ ସ୍ଥାନୀୟ ଲୋକେ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ମୁଣ୍ଡ ବିହୀନ ଗଳିତ ସବ ଦେଖି ପୋଲିସ କୁ ଖବର ଦେଇଥିଲେ । ମୁତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳି ନଥିବା ବେଳେ ସୋରଡା ପୋଲିସ ଓ ଆସ୍କା ଏସ ଡ଼ି ପି ଓ ଘଟଣା ସ୍ଥଳରେ ପହଞ୍ଚି ଅଧିକା ତଦନ୍ତ ଆରମ୍ଭ କରିଛନ୍ତି ।

ମୃତ ଦେହଟିକୁ ୪ ରୁ ୫ ଦିନ ହୋଇଯାଇଥିବାରୁ ପଚି ନଷ୍ଟ ହୋଇଯାଇଛି । ତେବେ କିଏ କେଉଁ କାରଣରୁ ହତ୍ୟା କରି ଏଠାରେ ଆଣି ଫୋପାଡ଼ି ଚାଲିଯାଇଛି ତାହା ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ଆସି ପହଁଚିବା ପରେ ଘଟଣା ରହସ୍ୟ ଜଣାପଡିବ।

Related Post

ଗୋଷ୍ଟି ସଂଘର୍ଷରେ ପୋଡିଲା ଦୁଇଟି ଘର ,ପାଞ୍ଚ ଗୁରୁତର,ବାଇକ ଭଙ୍ଗା ରୁଜା

Posted by - June 15, 2021 0
ବରୀ:( ସ୍ନେହାଂଶୁ ଶେଖର ମହାନ୍ତି)ଯାଜପୁର ସଦର ଥାନା ଅନ୍ତର୍ଗତ ଦେବିଲି ପଞ୍ଚାୟତ ରେ ଦୁଇ ଗୋଷ୍ଟି ମଧ୍ୟରେ ସଂଘର୍ଷ । ସୂଚନା ଅନୁଯାୟୀ ଦଳିତ ସାହି ଓ…

ମିଳିଲା ରାଜଧାନୀରୁ ମହିଳାଙ୍କ କଟାମୁଣ୍ଡ। ପ୍ରେମିକର ସାଙ୍ଘାତିକ କାରନାମା

Posted by - December 20, 2018 0
ଭୁବନେଶ୍ବର:- ରାଜଧାନୀରେ ଦିନକୁ ଦିନ ହତ୍ୟା ଘଟଣା ବୃଦ୍ଧି ପାଇବାରେ ଲାଗିଛି । ଗତ ୬ମାସ ମଧ୍ୟରେ ରାଜଧାନୀରେ ୯ଟି ହତ୍ୟାକାଣ୍ଡ ସଂଗଠିତ ହୋଇଛି । କେତେକ…

ଧରାପଡ଼ିଲା ଗୋଲଡେନ୍‌ ବାବା,ଥାନାରେ ଅଟକି ରଖି ଗୋଲଡେନ୍‌ ବାବାକୁ ପୁଲିସ ପଚରାଉଚରା

Posted by - January 1, 2019 0
ଭୁବନେଶ୍ୱର:ଗୋଲଡେନ୍‌ ବାବା ନିଜକୁ ରାଜନୈତିକ ନେତା କହି ଉତ୍ତର ଭୁବନେଶ୍ୱରର ବିଭିନ୍ନ ସାମଜିକ କାର୍ଯ୍ୟକ୍ରମରେ ସାମିଲ ହେଉଥିଲେ। ଗୋଲଡେନ୍‌ ବାବା ନାମରେ ୧୯ଟି ଅଭିଯୋଗ ରହିଛି। ସେଥିମଧ୍ୟରୁ…

ଢାଳ ଚିକିତ୍ସା କରି ମହିଳା ଗୁରୁତର.

Posted by - April 3, 2020 525
ଅନୁଗୋଳ:(ମହେଶ ଭୋମରାଜ) ପେଟରେ ତତଲା ଢାଳ ଦେଇ ଚିକିତ୍ସା ପଡିଲା ମହଙ୍ଗା । ଗୁରୁତର ହୋଇ ମହିଳା ଜଣଙ୍କ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଲେ ଭର୍ତ୍ତି ହୋଇଛନ୍ତି ।…