ବାଇକ ଦୁର୍ଘଟଣାରେ ଯୁବକ ଗୁରୁତର

1064 0

ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା )୨୩/୬.(ସୁଶାନ୍ତ କୁମାର ବେହେରା) ଭଞ୍ଜନଗର ବ୍ଲକ ଅନ୍ତର୍ଗତ ତିଳିସିଙ୍ଗି ଗ୍ରାମର ରାଘବ ଡାକୁଆ(୩୫) ବୁଧବାର ମଧ୍ୟାହ୍ନ ସମୟରେ କୌଣସି କାମରେ ଭଞ୍ଜନଗର ବାଇକରେ ଆସୁଥିଲେ। କମଳା ବାଡ଼ି ନିକଟରେ ଭାରସାମ୍ୟ ହରାଇ ବାଇକଟି ରାସ୍ତା କଡରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା।

ଫଳରେ ଗାଡ଼ିରୁ ଛିଟକି ପଡ଼ି ରାଘବ ଗୁରୁତର ଆହତ ହୋଇଥିଲେ।ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ମେଡ଼ିକାଲ ରେ ଭର୍ତ୍ତି କରିଥିଲେ।ହେଲେ ରାଘବର ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଏଠାରୁ ତାକୁ ବ୍ରହ୍ମପୁର ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି।

Related Post

ଶ୍ରେଷ୍ଠ ସମ୍ବଲପୁରୀ ପ୍ରସାରକ ସମ୍ମାନରେ ସମ୍ମାନିତ ହେଲେ ସମ୍ବଲପୁର ଆଇ ଆଇ ଏମ ର ନିର୍ଦ୍ଦେଶ

Posted by - October 8, 2021 0
ସମ୍ବଲପୁର:( ରମାକାନ୍ତ ବିଶ୍ବାଳ ) ସମ୍ବଲପୁର ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ର ଅଧିକ ରୁ ଅଧିକ ପ୍ରଚାର ପ୍ରସାର ପାଇଁ ସଦା ସର୍ବଦା ତତ୍ପରତା ସହକାରେ…

ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

Posted by - August 5, 2021 0
ନବରଙ୍ଗପୁର:( ବେଣୁ ଗୋପାଳ ରାଓ )ଅପପୃଷ୍ଟି ଓ ଶିଶୁ ମୃତ୍ୟୁ ହାରକୁ ରୋକିବା ଦିଗରେ ସ୍ତନ୍ୟପାନ ର ଏକ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ରହିଛି । ସ୍ତନ୍ୟପାନ…

ଗ୍ରୀଷ୍ମ ଲହରୀର ମୁକାବିଲା କରିବା ପାଇଁ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କର ତାଲିମ ଶିବିର ଅନୁଷ୍ଠିତ

Posted by - March 31, 2022 0
ବୌଦ୍ଧ :(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗ୍ରୀଷ୍ମ ଲହରୀର ମୁକାବିଲା ଶୀର୍ଷକ ଏକ ତାଲିମ ଶିବିର ଜିଲ୍ଲାପାଳ ଶ୍ରୀ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…

ବନ୍ୟାଜନିତ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

Posted by - May 20, 2022 0
ବୌଦ୍ଧ:୧୯ା୫ : (ଚିତ୍ତରଂଜନସିଂ) ବନ୍ୟା ଜନିତ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା…