Breaking News
1:07 pmସମ୍ବଲପୁର : ସମ୍ବଲପୁର ଶାସନ କେନାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,ଭାରସାମ୍ୟ ହରାଇ କେନାଲକୁ ଓଲଟିଲା ବରଯାତ୍ରୀ ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ସମେତ ୭ ମୃତ, ୨ ଆହତ,ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ 1:04 pmବଡ଼ମ୍ବା ବନ ବିଭାଗ ହାଜତ ମୃତ୍ୟୁ ଘଟଣା : ମାନବାଧିକାର ଅୟୋଗଙ୍କ ରିପୋର୍ଟ ତଲବ 1:03 pmମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ ଟୁକୁନି ସାହୁ 1:03 pmପିପିଲି : ପୁରୀକୁ ଚାଲାଣ ହେଉଥିବା ବେଳେ ଜବତ ହେଲା ଏକ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ 1:01 pmଆସନ୍ତାକାଲି ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ। ନବ ନିଯୁକ୍ତ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିବେ ନବୀନ। ଝାରସୁଗୁଡ଼ା ଉପନିର୍ବାଚନ ସହ ସାଙ୍ଗଠନିକ ଆଲୋଚନା କରିବେ ନବୀନ। ସନ୍ଧ୍ୟା ୭ଟାରେ ନବୀନ ନିବାସରେ ବୈଠକ

ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି ମାର୍ଚ୍ଚ ୨୫। ମାର୍ଚ୍ଚ ୨୬ରେ ନାମାଙ୍କନ ଯାଞ୍ଚ କରାଯିବ। ମାର୍ଚ୍ଚ ୨୮ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏପ୍ରିଲ ୧୧ରେ ଭୋଟ୍ ଗ୍ରହଣ ହେବ।

1047 18

Related Post

Leave a comment

Your email address will not be published.