ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି ମାର୍ଚ୍ଚ ୨୫। ମାର୍ଚ୍ଚ ୨୬ରେ ନାମାଙ୍କନ ଯାଞ୍ଚ କରାଯିବ। ମାର୍ଚ୍ଚ ୨୮ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏପ୍ରିଲ ୧୧ରେ ଭୋଟ୍ ଗ୍ରହଣ ହେବ।

968 18

Related Post

ସ୍ମିତାରାଣୀ ମୃତ୍ୟୁ ମାମଲାରେ ରୂପେଶ ଭଦ୍ରଙ୍କୁ ଜାମିନ

Posted by - June 1, 2020 587
ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଯାଜପୁର ଜିଲା ଧର୍ମଶାଳା ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ମାମଲାରେ ରୂପେଶ ଭଦ୍ରଙ୍କୁ ଜାମିନ ମିଳିବ। ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କୁ…

Leave a comment

Your email address will not be published.