Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ

584 0

ଭୁବନେଶ୍ବର: ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ। କର୍ପୋରେଟ୍‌ ଢାଞ୍ଚାରେ ନିର୍ମାଣ ହେବ ନୂଆ କୋଠା। ଏଥିପାଇଁ ପବିତ୍ର ରଥଯାତ୍ରା ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆ ରାଜ୍ୟ ମୁଖ୍ୟାଳୟ ଭୂମି ପୂଜନ ଉତ୍ସବରେ ଯୋଗ ଦେଇଛନ୍ତି। କୋଭିଡ ପ୍ରଟୋକଲରେ ସମସ୍ତ କାର୍ଯ୍ୟ ହୋଇଥିବା ବେଳେ ବିଜେଡିର ବରିଷ୍ଠ ଓ କିଛି ଟାଣୁଆ ନେତା ଭୂମି ପୂଜନ ସମାରୋହରେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ମୁତାବିକ, ଆଇଆର୍-୩ କ୍ବାର୍ଟର୍ସ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ପାଇଁ ଆବଣ୍ଟନ ହୋଇଥିବା ବେଳେ ବିଜେଡି ତାର ମୁଖ୍ୟାଳୟ ସମ୍ପ୍ରସାରଣ ଓ ନୂଆ କାର୍ଯ୍ୟାଳୟ ପାଇଁ ୟୁନିଟ-୬ରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆବଣ୍ଟନ ହେଉଥିବା କ୍ବାର୍ଟର୍ସ ଭି ୨/୧ ଏବଂ ଭି ୨/୨କୁ ନେଇଛି। ଏହି ଦୁଇଟି କ୍ବାର୍ଟର୍ସର ଜମି ବିଜେଡିକୁ ଲିଜ୍ ଆକାରରେ ଦିଆଯିବା ପରେ ବିଜେଡି ଏହାକୁ ଫ୍ରି ହୋଲ୍ଡ କରି ନେଇଥିବା ସୂଚନା ରହିଛି।ଅର୍ଥାତ୍ ଏହି କ୍ବାର୍ଟର୍ସ ଯେଉଁ ଜମିରେ ନିର୍ମାଣ ହୋଇଛି ତାହାକୁ ବିଜେଡି ସରକାରୀ ବେଞ୍ଚମାର୍କ ମୂଲ୍ୟ ଅନୁସାରେ ଟଙ୍କା ଜମା କରି କିଣି ନେଇଛି। ଏବେ ଏଠାରେ ନୂ୍ଆ କୋଠା ନିର୍ମାଣ ହେବ। ଏଥିପାଇଁ ଡିଜାଇନ୍ ପ୍ରସ୍ତୁତ ହୋଇସାରିଛି।

Related Post

କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ପୂର୍ବତନ ଓଆଇଏସ୍‌ ଅଧିକାରୀ ନିରଞ୍ଜନ ସେଠୀ ଗିରଫ

Posted by - March 21, 2022 0
ଭୁବନେଶ୍ୱର:ୱେବ୍ ଚ୍ୟାନେଲ କ୍ୟାମେରାମ୍ୟାନ୍ ମାନସ ସ୍ବାଇଁଙ୍କ ହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀଙ୍କୁ…

ସରକାରୀ କାର୍ଯ୍ୟକ୍ରମରେ କରୋନା ଗାଇଡ ଲାଇନର ଖୁଲମଖୁଲା ଉଲଂଘନ

Posted by - January 8, 2022 0
କାଶୀପୁର:(ଅଞ୍ଜନ କୁମାର ନାଏକ)ରାୟଗଡ଼ା ଜିଲ୍ଲା: କାଶିପୁର ବ୍ଲକ ଅନ୍ତର୍ଗତ ଦୁଡୁକା ବାହାଲ ଗ୍ରାମ ପଞ୍ଚାୟତ ଠାରେ ସ୍ଥାନୀୟ ପ୍ରଶାସନ ବିଜୁ ଖାଉଟି କାର୍ଡ ସହିତ ୧୦୦୦ ଟଙ୍କା…

ଅଙ୍ଗନବାଡି କର୍ମୀ ସଡ଼କରେ କୁନିଙ୍କ ଭବିଷ୍ୟତ ଅନ୍ଧାରରେ, ଛତୁଆ ଗାଡି ଅଟକାଇ ପ୍ରତିବାଦ କଲେ ଅମ୍ବାଦଳାର ଅଙ୍ଗନବାଡି କର୍ମୀ

Posted by - December 3, 2022 0
ଅମ୍ବାଦଳା:୩।୧୨( ରାମାକାନ୍ତ ପୋଢଲ) ସାରା ରାଜ୍ୟରେ କାର୍ଯ୍ୟରତ ଅଙ୍ଗନବାଡି କର୍ମୀ ବେତନ ଵୃଦ୍ଧୀ ସହ ବିଭିନ୍ନ ଦାବିକୁ ନେଇ ଦୀର୍ଘ ଦିନ ହେବ ଆନ୍ଦୋଳନରେ ଓଲ୍ହାଇ ପ୍ରତିବାଦ…

ବର୍ତ୍ତିଗଲେ ଅନୁଭବ ଓ ପ୍ରତାପ,ଭୁସୁଡି ପଡିଲା ମଞ୍ଚ

Posted by - April 1, 2019 1,079
ଭୁବନେଶ୍ବର:୩୧/୦୩/ ଅଭିନେତାରୁ ରାଜନେତା ପାଲଟି ଥିବା ଅନୁଭବ ମହାନ୍ତି ଚଳିତ ନିର୍ବାଚନରେ କେନ୍ଦ୍ରାପଡ଼ାରୁ ବିଜେଡିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଗତଥର ପରାଜୟ ସମ୍ମୁଖୀନ ହୋଇଥିବା ପ୍ରତାପ…

ବାଲେଶ୍ଵର ସଦର ବିଧାୟକ ଙ୍କ ଅକାଳ ବିୟୋଗ, ବିଶିଷ୍ଟ ବ୍ୟକ୍ତି ଙ୍କ ଶୋକ ପ୍ରକାଶ

Posted by - June 17, 2020 0
ନୀଳଗିରି:(ସୌମ୍ୟାସାଇ ବାରିକ) ବିଶ୍ବାସ କରି ହେଉନାହିଁ।ମଙ୍ଗୁ ଭାଇ ନାହାନ୍ତି। ଜନ୍ମ ହେଲେ ମୃତ୍ୟୁ ସତ୍ୟ। ଏହା ସମନ୍ତଙ୍କୁ ଜଣା। ତେବେ ଏମିତି ମୃତ୍ୟୁ, ସମସ୍ତ ଙ୍କୁ ସ୍ତବ୍ଧ କରି…