Breaking News
10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। 10:43 pmରକ୍ଷକ ସାଜିଲା ଭକ୍ଷକ ମାମଲା : ଶିଶୁ ‌‌‌ଯୌନ ନିର୍ଯାତନା ମାମଲାରେ କନଷ୍ଟେବଳ ରଜନୀକାନ୍ତ ଗମାଙ୍ଗୋ ଗିରଫ 12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର

ବିଜେପି ଓଡ଼ିଶାର ୧୦୦ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କଲା

4912 227

ବିଜେପି ପକ୍ଷରୁ ଲୋକସଭା ପରେ ଆଜି ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୪୭ଟି ଆସନରୁ ୧୦୦ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି ଦଳ। ଯେଉଁଥିରେ ଅନେକ ବଡ଼ ନେତାଙ୍କ ନାଁ ରହିଥିବା ବେଳେ ନୂଆ କରି ଦଳରେ ସାମିଲ ହୋଇଥିବା ନେତା ମଧ୍ୟ ସାମିଲ ଅଛନ୍ତି । ଏପରିକି ଅନ୍ୟ ଦଳରୁ ଆସି ବିଜେପିରେ ସାମିଲ ହୋଇଥିବା ଅଧିକାଂଶ ନେତାଙ୍କୁ ଦଳ ଟିକେଟ ଦେଇଛି । ଖାସକରି ବିଜେଡି ହାତ ଛାଡି ବିଜେପିରେ ମିଶିଥିବା ଦାମୋଦର ରାଉତଙ୍କୁ ବାଲିକୁଦା ଏରସମା ଆସନରୁ ଦଳ ପ୍ରାର୍ଥୀ କରିଥିବା ବେଳେ କୁସୁମ ଟେଟେଙ୍କୁ ଦଳ ସୁନ୍ଦରଗଡରୁ ପ୍ରାର୍ଥୀ କରିଛି । ଅନ୍ୟପଟେ ପ୍ରକାଶ ବେହେରା ସାଲେପୁରରୁ ପ୍ରାର୍ଥୀ ହୋଇଥିବା ବେଳେ ପାରଳାଖେମୁଣ୍ଡିରୁ କେ. ନାରାୟଣ ରାଓ ପ୍ରାର୍ଥୀ ହୋଇଛନ୍ତି ।

Facebook Notice for EU! You need to login to view and post FB Comments!

Related Post

There are 227 comments

  1. Pingback: mazhor4sezon

Leave a comment

Your email address will not be published.