ପୁରୀ ଜିଲ୍ଲା ଅସ୍ତରଙ୍ଗରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ

1144 0

ପୁରୀ : ପୁରୀ ଜିଲ୍ଲା ଅସ୍ତରଙ୍ଗରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ। ଗତକାଲି ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ନିର୍ବାଚନ ସଂପର୍କିତ ଖବର ସଂଗ୍ରହ କରିବାକୁ ଅସ୍ତରଙ୍ଗ ଯାଇଥିଲେ।ତେବେ ସେଠାରେ କିଛି ବ୍ୟକ୍ତି ତାଙ୍କ ଉପରେ ଆକ୍ରମଣ କରିଥିଲେ। ସ୍ଥାନୀୟ ବିଧାୟକଙ୍କ ବିରୋଧରେ ଖବର କାହିଁକି ସଂଗ୍ରହ କରୁଛ କହି ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ସାମ୍ବାଦିକ ଆହତ ହୋଇଛନ୍ତି। ଏହାକୁ ନେଇ ସେ ଅସ୍ତରଙ୍ଗ ଥାନାରେ ଏତଲା ଦେବା ପରେ ପୁଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୁଲିସ୍‌।

Related Post

ଜାଭିୟର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଜିଲା ସଂଗ୍ରହାଳୟ ପରିଦର୍ଶନ

Posted by - December 29, 2021 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ)ବୌଦ୍ଧଜିଲାକୁ ପଞ୍ଚାୟତିରାଜ ପରିଚାଳନାର ତାଲିମ ପାଇଁ ଆସିଥିବା ଜାଭିୟର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ପଞ୍ଚାୟତିରାଜ…

୫୭ନଂ ଜାତୀୟ ରାଜପଥ ରେ ପୃଥକ ୩ ଗୋଟି ଦୁର୍ଘଟଣା

Posted by - January 9, 2023 0
ହରଭଙ୍ଗା :୦୯/୦୧(ଚିତ୍ତରଞ୍ଜନ ସିଂ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଦେଇ ଯାଇଥିବା 57ନଂ ଜାତୀୟ ରାଜପଥ ରେ ଆଜି ପୃଥକ ପୃଥକ ତିନିଗୋଟି ସଡ଼କ ଦୁର୍ଘଟଣା ଘଟିଛି!ଗୋଟିଏ ଦିନର…

ବେଲଗୁଣ୍ଠା ସହରରେ ମେଗା ଚାରାରୋପଣର ଶୁଭାରମ୍ଭ

Posted by - June 18, 2021 0
ବେଲଗୁଣ୍ଠା:(ସୁଶାନ୍ତ କୁମାର ବେହେରା)ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସହରରେ ମେଗା ଚାରାରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଅଛି ।ବେଲଗୁଣ୍ଠା ଏନ୍.ଏ.ସି ପ୍ରଶାସକ ତଥା ଗଞ୍ଜାମ ଜିଲ୍ଲା ଅତିରିକ୍ତ…

ସରପଂଚଙ୍କ କ୍ଷମତାକୁ ସଂକୁଚିତ ପ୍ରତିବାଦରେ ଏକାଠି ଜିଲାର ସମସ୍ତ ସରପଂଚ

Posted by - March 5, 2020 190
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ପଂଚାୟତକୁ ପ୍ରକୃତ କ୍ଷମତା ଦେବାକୁ କହି ଏବେ ସରପଂଚଙ୍କ କ୍ଷମତାକୁ ସଂକୁଚିତ କରୁଛନ୍ତି ରାଜ୍ୟ ସରକାର । ଯାହାର ପ୍ରତିବାଦ କରି ଯାଜପୁର ତ୍ରିଲୋଚନେଶ୍ୱର…

ବିଧାୟକଙ୍କ ଦ୍ୱାରା ଅନାଥ ଓ ଦିବ୍ୟାଙ୍ଗ ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

Posted by - May 21, 2022 0
କୋରାପୁଟ :(ଏସ୍ ସୁନ୍ଦରମ୍) କୋରାପୁଟ ଜିଲ୍ଲା ବୋରିଗୁମ୍ମା ସ୍ଥିତ ଦୋରା କଲ୍ୟାଣ ମଣ୍ଡପ ଠାରେ ୱାର୍ଲର୍ଡ ଭିଜନ ଏନଜିଓ ତରଫରୁ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

Leave a comment

Your email address will not be published.