Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ପୁରୀ ଜିଲ୍ଲା ଅସ୍ତରଙ୍ଗରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ

909 0

ପୁରୀ : ପୁରୀ ଜିଲ୍ଲା ଅସ୍ତରଙ୍ଗରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ। ଗତକାଲି ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ନିର୍ବାଚନ ସଂପର୍କିତ ଖବର ସଂଗ୍ରହ କରିବାକୁ ଅସ୍ତରଙ୍ଗ ଯାଇଥିଲେ।ତେବେ ସେଠାରେ କିଛି ବ୍ୟକ୍ତି ତାଙ୍କ ଉପରେ ଆକ୍ରମଣ କରିଥିଲେ। ସ୍ଥାନୀୟ ବିଧାୟକଙ୍କ ବିରୋଧରେ ଖବର କାହିଁକି ସଂଗ୍ରହ କରୁଛ କହି ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏଥିରେ ସାମ୍ବାଦିକ ଆହତ ହୋଇଛନ୍ତି। ଏହାକୁ ନେଇ ସେ ଅସ୍ତରଙ୍ଗ ଥାନାରେ ଏତଲା ଦେବା ପରେ ପୁଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୁଲିସ୍‌।

Facebook Notice for EU! You need to login to view and post FB Comments!

Related Post

 ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ

Posted by - June 18, 2021 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ )ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି । ବିଶେଷ…

ଖପ୍ରାଖୋଲରେ ବ୍ଲକ ସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ

Posted by - January 27, 2022 0
ଖପ୍ରାଖୋଲ:(ତାପସ ରଞ୍ଜନ ବେହେରା) ସ୍ଥାନୀୟ ବ୍ଲକ କାର୍ଯ୍ଯାଲୟ ପରିଷରରେ ବ୍ଲକ ସ୍ତରିୟ ଗଣତନ୍ତ୍ର ଦିବସ ବୁଧବାର ପାଳିତ ହୋଇ ଯାଇଛି। କୋଭିଡ କଟକଣା ମଧ୍ଯ ରେ ପାଳିତ…

ଥୁଆମୂଳ ରାମପୁର ଠାରେ ଜେ.ଏମ୍.ଏଫ୍.ସି କୋର୍ଟ ଉଦଘାଟନ ପାଇଁ ପ୍ରସ୍ତୁତି ବୈଠକ,

Posted by - April 27, 2022 0
କଳାହାଣ୍ଡି : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ଠାରେ ଆସନ୍ତା ୩ ତାରିଖରେ ଉଦଘାଟନ ହେବ…

ଶ୍ରୀ ରାମ ନବମୀ ପୂଜା କମିଟି  ଦ୍ଵାରା ଉତ୍ସବ ଓ ସମ୍ମାନ ସମାରେ।ହ

Posted by - April 22, 2022 0
ଯାଜପୁର ବ୍ୟୁରେ। :: ଶ୍ରୀ ରାମ ନବମୀ ପୂଜା କମିଟି  ଦ୍ଵାରା ଧାମନଗର ଠାରେ ଉତ୍ସବରେ ଅର୍କେଷ୍ଟ୍ରା ସନ୍ ସାଇନ୍ ତରଫରୁ ରଙ୍ଗା ରଙ୍ଗ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ…

Leave a comment

Your email address will not be published.