Breaking News
2:23 pmରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି 2:22 pmଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ, 2:21 pmସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍ 2:20 pm୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ 2:19 pmହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି

ବିଜେଡିର ୪ ବିଧାୟକଙ୍କ ଟିକେଟ୍‌ କଟିଲା ,ମନ୍ତ୍ରୀ ଥିବା ଲୋକସିଂହାରୁ ଯୋଗେନ୍ଦ୍ର ବେହେରାଙ୍କୁ ମଧ୍ୟ ଟିକେଟ ତାଲିକାରୁ ବାଦ୍‌

500 0

ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାରେ ୪ ବିଧାୟକଙ୍କ ଟିକେଟ୍‌ କଟିଛି। ପଟାଙ୍ଗୀ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ମାନସ ମାଡ଼କାମୀ, ଓ ଲୋଇସିଂହା ବିଧାୟକ ଯୋଗେନ୍ଦ୍ର ବେହେରାଙ୍କ ଟିକେଟ୍‌ କଟିଛି।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୯ଜଣ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ବେଳେ ଏଥିମଧ୍ୟରୁ ୪ ବିଧାୟକଙ୍କ ଟିକେଟ କାଟିଛନ୍ତି । ଏପରିକି ମନ୍ତ୍ରୀ ଥିବା ଲୋକସିଂହାରୁ ଯୋଗେନ୍ଦ୍ର ବେହେରାଙ୍କୁ ମଧ୍ୟ ଟିକେଟ ତାଲିକାରୁ ବାଦ୍‌ ଦିଆଯାଇଛି।

Related Post

ଲକ୍‌ଡାଉନ୍‌ ବେଳେ ଖୋଲା ରହିବ ଏସବୁ

Posted by - March 26, 2020 565
ଭୁବନେଶ୍ୱର ୨୬।୦୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ରାଜ୍ୟ ଏବେ ଲକ୍‌ଡାଉନ୍‌ । ଏଭଳି ସମୟରେ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ଗୁରୁତ୍ୱପୂର୍ଣ୍ଣ ।କରୋନା…

ନିଯୁକ୍ତି ନାମରେ ବେଦାନ୍ତ କମ୍ପାନୀର ପ୍ରତାରଣା, ପୂର୍ବ ଯୋଜନା ମୁତାବକ ଉତ୍କୋଚ ନେଇ ନିଯୁକ୍ତି ଦିଆ ଯାଉଥିବା ଅଭିଯୋଗ

Posted by - March 16, 2023 0
ରାୟଗଡା :(ରମାକାନ୍ତ ପୋଧାଲ)ରାୟଗଡା ଏକ ଅନୁନ୍ନତ ଆଦିବାସୀ ବହୁଳ ପଛୁଆ ଜିଲ୍ଲା ଅଟେ l ଜିଲ୍ଲା ସୀମାନ୍ତରେ କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ ଠାରେ ଅବସ୍ଥାପିତ ବେଦାନ୍ତ ଆଲୁମିନା…

ପରଲୋକରେ ଆଉ ଜଣେ ଯୁବ ସାମ୍ବାଦିକ, କୋଭିଡରେ ସଂକ୍ରମିତ ହୋଇ ଆଖି ବୁଜିଲେ ସତ୍ୟଜିତ ମହାପାତ୍ର

Posted by - October 6, 2021 0
ସମ୍ବଲପୁର:( ରମାକାନ୍ତ ବିଶ୍ବାଳ)ଏକ ଘରୋଇ ହସ୍ପିଟାଲରେ ମାସେ ହେଲା ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ହେଉଛି ସତ୍ୟଜିତଙ୍କ…

ରାଜ୍ୟ ସରକାରଙ୍କ ଛତୁଆ ବଣ୍ଟନ କାର୍ଯ୍ୟକ୍ରମ କାହା ପାଇଁ ? ମାସ ମାସ ଧରି ମିଳୁନି ଛତୁଆ, ଖାଉଛି କିଏ ?

Posted by - September 15, 2023 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ) କେନ୍ଦ୍ର ତଥା ରାଜ୍ୟ ସରକାର ମହିଳା ଓ ଶିଶୁ ମାନଙ୍କ ବିକାଶ ତଥା କୁପୋଷଣକୁ ରୋକିବା ଦିଗରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ…

ଭୀମକୁଣ୍ଡ ସାଜିଛି ମୃତ୍ୟୁକୁଣ୍ଡ 

Posted by - December 26, 2019 37
କରଞ୍ଜିଆ:୨୬/୧୨/୨୦୧୯.ମୟୁରଭଞ୍ଜ ଜିଲ୍ଲାର ଅନନ୍ୟ ପର୍ଯ୍ୟଟନ କ୍ଷେତ୍ର ଭୀମକୁଣ୍ଡ ।ଏଠାକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପିକନିକ ଋତୁରେ ପର୍ଯ୍ୟଟକଙ୍କ ସୁୟ ଛୁଟିଥାଏ ହେଲେ ଭୀମକୁଣ୍ଡର ସୁରକ୍ଷା ବ୍ୟବସ୍ଥାକୁ ନେଇ…

Leave a comment

Your email address will not be published.