Breaking News
ବଡ ଖବର
- ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି
- ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ,
- ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍
- ୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
- ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି
- ଅକ୍ଟୋବର ୪ରେ ଅବସର ଗ୍ରହଣ କରିବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ। ନୂତନ ଦାୟିତ୍ବ ନେଇ କେନ୍ଦ୍ର ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
- ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲା ସଡକ ସୁରକ୍ଷା କମିଟି ବୈଠକ
- ବଜ୍ରାଘାତ ରେ ୪ ମହିଳା ଗୁରୁତର
- ବୁକେସିଙ୍ଗାରେ ପହଞ୍ଚିଲା ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା
- ଦୋକାନ ରେ ମିଳୁଛି, ଅବଧି ଶେଷ ଦ୍ରବ୍ୟ, ବିଭାଗ ପକ୍ଷରୁ ହେଉନି କଡା କାର୍ଯ୍ୟାନୁଷ୍ଠାନ