ନୀଳଗିରି: ବାଲେଶ୍ଵର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କୁ ଥଣ୍ଡା ଲାଗି ରହିବାରୁ ସେ ନିଜର କରୋନା ପରୀକ୍ଷା କରାଇଥିଲେ। ପରୀକ୍ଷା ରିପୋର୍ଟ ପଜିଟିଭ ଆସିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

381 0

Related Post