Breaking News
12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା

ବିଜେପି ର ନିର୍ବାନଚୀ ରାଲି ଉପରେ ଆକ୍ରମଣ

1198 0

ଭୁବନେଶ୍ବର:୧୨/୦୪ ଭୁବନେଶ୍ୱର ୟୁନିଟ୍-୮ସ୍ଥିତ କ୍ଲବ ପାଖରେ ବିଜେପି ଶୁକ୍ରବାର ନିର୍ବାଚନୀ ରାଲି କରୁଥିବା ବେଳେ ଦଳର କର୍ମୀଙ୍କ ଉପରକୁ ଟେକା ପଥର ମାଡ଼ କରାଯାଇଛି।ଏଥି ସହିତ ସେମାନଙ୍କ ପ୍ଲାକାର୍ଡ ମଧ୍ୟ ଫିଙ୍ଗିଦିଆଯଆଇଛି। ଭୁବନେଶ୍ୱର(ମଧ୍ୟ)ରୁ ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିବା ଜଗନ୍ନାଥ ପ୍ରଧାନ ଏହି ଅଭିଯୋଗ କରିଛନ୍ତି।ଏହି ଘଟଣାକୁ ନେଇ ବିଜେଡିକୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଏନେଇ ବିଜେଡି କିମ୍ବା ବିଜୁ ଯୁବ ବାହିନୀର ପ୍ରତିକ୍ରିୟା ମିଳିପାରିନାହିଁ।

Related Post

ନନ୍ଦନକାନନ ରେ ବାସନ୍ତୀ ହାତୀ ଅସୁସ୍ଥ

Posted by - August 26, 2021 0
ଉତ୍ତରଭୁବନେଶ୍ୱର:(ସନ୍ତୋଷ ରାଉତ)ନନ୍ଦନକାନନ ପ୍ରାଣୀଉଦ୍ୟାନ ରେ ବାସନ୍ତୀ ହାତୀ ୟୁରିନାଲ ଇମଫେକ୍ସନ ରେ ଅସୁସ୍ଥ. ପରିସ୍ରା ରେ ଲଗାରର ପଡୁଛି ରକ୍ତ.୧୯୮୫ମସିହା ରେ ଜନ୍ତ୍ ଅଦଳ ବଦଳ ପ୍ରକ୍ରିୟା…

There are 1 comments

Leave a comment

Your email address will not be published.