Breaking News
11:30 pmରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମ ଙ୍କ ପ୍ରଶଂସା 11:26 pmହକି ବିଶ୍ବକପ୍‌ ପୋଜିସନ୍‌ ମ୍ୟାଚ୍‌: ରାଉରକେଲାରେ ଭାରତ ୫-୨ରେ ଦକ୍ଷିଣ ଆଫ୍ରିକାକୁ ହରାଇଲା 11:24 pmନୂଆପଡ଼ା: ନୂଆପଡ଼ା ଜିଲ୍ଲା ତରବୋଡ଼ ଫାଣ୍ଡି ଦଲ୍ଲିପଡ଼ା ଠାରେ ଆଜି ବାଇକରେ ଲିଫ୍ଟ ଦେବାରେ ବିଲମ୍ବ କରିବା ସହ ସାମାନ୍ୟ କଥାକୁ ନେଇ ଯୁବକଙ୍କୁ ଗୁଳିମାଡ଼; ଗୁରୁତର ଅବସ୍ଥାରେ ଡାକ୍ତରଖାରେ ଭର୍ତ୍ତି, ଅଭିଯୁକ୍ତ ଅଟକ 11:23 pmଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଗାମୀ ୩ ମାସରେ ସଂପୂର୍ଣ୍ଣ ହେବ: ମୁଖ୍ୟ ଶାସନ ସଚିବ 11:18 pmପିଏଚଡି କରିଥିବା କରିଥିବା ସରକାରୀ କଲେଜ ଅଧ୍ୟାପକଙ୍କୁ ପ୍ରଦାନ କରାଯାଇଥିବା ତିନୋଟି ଆଡଭାନ୍ସ ଇନକ୍ରିମେଣ୍ଟକୁ ପ୍ରତ୍ୟାହାର ପ୍ରସଙ୍ଗରେ ଉଚ୍ଚଶିକ୍ଷା ବିଭାଗକୁ ଝଟକା ,ଜାନୁଆରି ୭ର ଏପରି ନିର୍ଦ୍ଦେଶ ଆଇନ ଅନୁସାରେ ଗ୍ରହଣୀୟ ନୁହେଁ:-ହାଇକୋର୍ଟ

ବିଜେପି ର ନିର୍ବାନଚୀ ରାଲି ଉପରେ ଆକ୍ରମଣ

1090 0

ଭୁବନେଶ୍ବର:୧୨/୦୪ ଭୁବନେଶ୍ୱର ୟୁନିଟ୍-୮ସ୍ଥିତ କ୍ଲବ ପାଖରେ ବିଜେପି ଶୁକ୍ରବାର ନିର୍ବାଚନୀ ରାଲି କରୁଥିବା ବେଳେ ଦଳର କର୍ମୀଙ୍କ ଉପରକୁ ଟେକା ପଥର ମାଡ଼ କରାଯାଇଛି।ଏଥି ସହିତ ସେମାନଙ୍କ ପ୍ଲାକାର୍ଡ ମଧ୍ୟ ଫିଙ୍ଗିଦିଆଯଆଇଛି। ଭୁବନେଶ୍ୱର(ମଧ୍ୟ)ରୁ ବିଜେପି ବିଧାୟକ ପ୍ରାର୍ଥୀ ହୋଇଥିବା ଜଗନ୍ନାଥ ପ୍ରଧାନ ଏହି ଅଭିଯୋଗ କରିଛନ୍ତି।ଏହି ଘଟଣାକୁ ନେଇ ବିଜେଡିକୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଏନେଇ ବିଜେଡି କିମ୍ବା ବିଜୁ ଯୁବ ବାହିନୀର ପ୍ରତିକ୍ରିୟା ମିଳିପାରିନାହିଁ।

Related Post

ଦରଦାମ ବୃଦ୍ଧି ପ୍ରତିବାଦରେ ନବରଙ୍ଗପୁର ଜିଲା କଂଗ୍ରେସର କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ବିଜେଡି ସରକାର ଉପରେ ଗର୍ଜନ

Posted by - August 7, 2022 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ) ଦରଦାମ ବୃଦ୍ଧି ପ୍ରତିବାଦରେ ନବରଙ୍ଗପୁର ଜିଲା କଂଗ୍ରେସ କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ବିଜେଡି ସରକାର ଅପରେ ଗର୍ଜିଛି । ଜେଲ…

ବରୀ କଂଗ୍ରେସ ତୈଳ ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

Posted by - July 8, 2021 0
ବରୀ:(ସ୍ନେହଂଶୁ ଶେଖର ମହାନ୍ତି )ଓଡିଶା ପ୍ରଦେଶ କମିଟି ଆହ୍ୱାନ କ୍ରମେ ଦେଶରେ ପେଟ୍ରୋଳ,ଡିଜେଲ,ରନ୍ଧନ ଗ୍ୟାସ ଓ ଖାଇବାତେଲ ଅହେତୁକ ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ଓ ରାଜ୍ୟ…

ଯାଜପୁର ଜିଲାପାଳଙ୍କ ବିରୋଧରେ ମାନ୍ୟବର ହାଇକୋର୍ଟଙ୍କ ଅଦାଲତ ଅବମାନନା ଅଭିଯୋଗ

Posted by - October 31, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲାପାଳଙ୍କ ବିରୋଧରେ ମାନ୍ୟବର ହାଇକୋର୍ଟଙ୍କ ଅଦାଲତ ଅବମାନନା ଅଭିଯୋଗ । ଧର୍ମଶାଳାର ସୂଚନାଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କ ପକ୍ଷରୁ ଆଗତ ଏକ…

There are 1 comments

Leave a comment

Your email address will not be published.