ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀ ଅତିକ୍ରମ କରିଛି। ଉତ୍ତପ୍ତ ସହର ରହିଛି ତାଳଚେର। ଏଠି ତାପମାତ୍ରା ୪୩.୮ ଡ଼ିଗ୍ରୀ ରହିଛି। ସେହିପରି ୩ଟି ସହର ତାପମାତ୍ରା ୪୩ ଓ ୨ଟି ସହର ୪୨ ଅତିକ୍ରମ କରିଛି।

1238 0

Related Post

Leave a comment

Your email address will not be published.