ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ନାଁରେ ମାମଲା ରୁଜୁ

921 0

ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ନାଁରେ ମାମଲା ରୁଜୁ ହୋଇଛି । ପୁରୀ ସମୁଦ୍ରକୂଳ ଥାନାରେ ମାମଲା ରୁଜୁ ହୋଇଛି । ଧର୍ମୀୟ ଭାବନା ଉପରେ ଆଘାତକୁ ନେଇ ମାମଲା ରୁଜୁ କରିଛନ୍ତି ଫ୍ଲାଇଂ ସ୍କ୍ବାର୍ଡ ଅଧିକାରୀ । ଜଗନ୍ନାଥଙ୍କ ନାଁ ନେଇ ପ୍ରଚାର କରୁଥିବା ଅଭିଯୋଗ ହୋଇଛି

Related Post

କୋରୋନା ସଂକ୍ରମଣକୁ ରୋକିବା ପାଇଁ ଯାଜପୁର ଜିଲାରେ ୪୮ ଘଂଟିଆ ସଟ ଡାଉନ

Posted by - April 5, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)କୋରୋନା ସଂକ୍ରମଣକୁ ରୋକିବା ପାଇଁ ଯାଜପୁର ଜିଲାରେ ୪୮ ଘଂଟିଆ ସଟ ଡାଉନ ଚାଲିଛି । ଏହାର ପ୍ରଭାବ ଆଜି ଅନୁଭୁତ ହୋଇଛି ।…

Leave a comment

Your email address will not be published.