448 0

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ରଙ୍ଗାଢିପା ୨୧୩ ନଂ ବୁଥ୍‌ରେ ଭୋଟ୍ ବନ୍ଦ କରାଯାଇଛି। ସକାଳେ ଆରମ୍ଭରୁ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଥିଲା।ପରେ ପ୍ରାୟ ୩ ଘଣ୍ଟା ବିଳମ୍ବରେ ଭୋଟଗ୍ରହଣ ଆରମ୍ଭ ହୋଇଥିବା ଜଣାପଡିଥିଲା। ଭୋଟ ଗ୍ରହଣର କିଛି ସମୟ ପରେ ପୁଣି ତ୍ରୁଟି ଦେଖା ଦେଇଥିଲା। ଗୋଟିଏ ଚିହ୍ନରେ ଭୋଟ ଦେଲେ ଅନ୍ୟକୁ ଯାଉଥିବା ଅଭିଯୋଗ କରିଥିଲେ ଭୋଟରମାନେ। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣା ସ୍ଥଳରେ  ରିଟର୍ଣ୍ଣିଂ ଅଫିସର ପହଞ୍ଚି ଭୋଟ ବନ୍ଦ କରିଥିଲେ। ଏନେଇ ଭୋଟ ବନ୍ଦ ସହ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନ ଙ୍କୁ ଚିଠି ଲେଖିଲେ।ସୁନ୍ଦରଗଡ଼ରେ ଇଭିଏମ୍ ତ୍ରୁଟି ପାଇଁ ଭୋଟ ଗ୍ରହଣ ବନ୍ଦ ନିଷ୍ପତ୍ତି ନିଆଯାଇଥିଲା

Related Post

ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ଉପରେ ହାଇକୋର୍ଟ ଙ୍କ ନିର୍ଦ୍ଦେଶ, ବିଜ୍ଞପ୍ତି ପ୍ରତ୍ୟାହାର କରିବେ ରାଜ୍ୟ ସରକାର

Posted by - December 23, 2021 0
ଭୁବନେଶ୍ୱର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସମଗ୍ର ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଥିବା…

ଓଡିଶାରେ ପୌର ନିର୍ବାଚନ ନେଇ ସର୍ବଦଳୀୟ ବୈଠକ: ଇଭିଏମ ଜରିଆରେ ହେବ ୧୧୦ ପୌରାଞ୍ଚଳ ନିର୍ବାଚନ

Posted by - February 10, 2022 0
ଭୁବନେଶ୍ୱର:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଗତ ଫେବୃୟାରୀ ୧୦ ତାରିଖ ଦିନ ରାଜ୍ୟ ନିର୍ବାଚନ କମିଶନ ଙ୍କ ଆହ୍ୱାନ କ୍ରମେ ଆଗାମୀ ପୌରାଞ୍ଚଳ ନିର୍ବାଚନ ନେଇ…

Leave a comment

Your email address will not be published.