Breaking News
12:10 amରାଜ୍ୟ କ୍ୟାବିନେଟ୍‌ରେ ୩୨ ଟି ପ୍ରସ୍ତାବକୁ ମଞ୍ଜୁରୀ,ପାନୀୟ ଜଳ ପ୍ରକଳ୍ପ ସହ ଶିକ୍ଷା ବିଷୟରେ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସୂଚନା 12:06 amଦୈନିକ ଖର୍ଚ୍ଚ ପାଇଁ ଲୋକଙ୍କୁ ଋଣ ନେବାକୁ ପଡିପାରେ : ପ୍ରିୟଙ୍କା ଗାନ୍ଧୀ 12:06 amଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ଏଏସ୍‌ଆଇ ଅଧୀକ୍ଷକ କହିଲେ- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ପୂରାତନ କୀର୍ତ୍ତିରାଜି ଭରି ରହିଛି। ଏ ସଂପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ। ରାଜ୍ୟ ଅଧିକାରୀଙ୍କ ସହ କଥା ହେଲା ବେଳେ ଅନେକ ଥର କହିଛି 12:03 amକବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ବିଷୋୟୀ (୫୬)ଙ୍କୁ ବିଚ୍‌ ରାସ୍ତାରେ କାର୍‌ରୁ ଟାଣିଆଣି ଖଣ୍ଡାରେ ହାଣି ନିର୍ମମ ଭାବେ ହତ୍ୟା 3:31 pmପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ଭବ୍ୟ ମନ୍ଦିର,ମୁଖ୍ୟପୁରୋଧା ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ଜେନାଙ୍କୁ ଆକ୍ରମଣ

740 0

ଭୁବନେଶ୍ୱର: ରାଜଧାନୀରେ ନିର୍ବାଚନୀ ହିଂସା। ଗତକାଲି ଗୋଟିଏ ଦିନରେ ରାଜଧାନୀ ଭୁବନେଶ୍ୱରରେ ଦୁଇ ଦୁଇଟି ଆକ୍ରମଣ ହୋଇଛି।ମଧ୍ୟ ଭୁବନେଶ୍ୱର ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଗାଡି ଉପରକୁ ବୋମାମାଡ଼ ହୋଇଥିବା ବେଳେ ଏହି  ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କୁ ମଧ୍ୟ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି।

Related Post

ଚିକିତ୍ସା ପାଇ ଅର୍ଥ ସାଜିଛି ବାଧକ

Posted by - August 12, 2021 0
ଭୁବନେଶ୍ୱର:(ସନ୍ତୋଷ ରାଉତ )ଦୁଃଖ ଯେତେବେଳେ ଆସେ ଭାଇ ବନ୍ଧୁଙ୍କୁ ନେଇ ଆସେ।ବୋହୁ ଚାଲିଗଲା ପରେ ମାନସିକ ଭାରସାମ୍ୟ ହରାଇ ବସିଲା ପୁଅ।ପୁଅ ହାତଗୋଡ଼ ଶିକୁଳିରେ ବାନ୍ଧିଦେଇଛନ୍ତି ବାପା…

Leave a comment

Your email address will not be published.