Breaking News
12:38 amଭିଜିଲାନ୍ସ ଜାଲରେ ନାରାୟଣପାଟଣା ବ୍ଲକରେ କାର୍ଯ୍ୟରତ ସିଆରସିସି ଏସ କିଶାନ କୁମାର। ୨୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ 12:36 amପୁରୀ: ଶ୍ରୀମନ୍ଦିର ସାମ୍ନାରେ ଗୁଳିକାଣ୍ଡ,ଜଣେ ଯୁବକଙ୍କୁ ଟାର୍ଗେଟ କରି ଦୁର୍ବୃତ୍ତଙ୍କ ଗୁଳିମାଡ଼,ଗୁଳମାଡ଼ରେ ଶ୍ରୀଲୋକନାଥ ସେବାୟତ ଗୁରୁତର 12:35 amସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା 2:45 pmଓଡ଼ିଶାରେ ଖାଲି ହୋଇଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି,ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ 5:42 pmବଲାଙ୍ଗିର ସହରର ଜନଗହଳି ଆର୍‍ଟିଓ ଅଫିସ୍‍ ଛକରେ ସିରିଜ ଦୁର୍ଘଟଣାକୁ ନେଇ ନୂଆ ତଥ୍ୟ ,ଦୁର୍ଘଟଣା ନୁହେଁ ପୂର୍ବ ଯୋଜନା ମୁତାବକ ହତ୍ୟା: ଏସ୍‌ପି

ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ଙ୍କ ମତଦାନ

1151 0

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଆସନ ପାଇଁ ୟୁନିଟ୍-୬ ସରକାରୀ ହାଇସ୍କୁଲରେ ସେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।  ପାଣ୍ଡିଆନ୍‌ଙ୍କ ଧର୍ମପତ୍ନୀ ସୁଜାତା ଆର୍‌ କାର୍ତ୍ତିକେୟନ ମଧ୍ୟ ଭୋଟ୍ ଦେଇଛନ୍ତି।

Related Post

ଅଶୋକ ଦାସ ଫାଉଣ୍ଡେସନ ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ

Posted by - January 13, 2021 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ସର୍କିଟ ହାଉସ ପରିସରରେ ଅଶୋକ ଦାସ ଫାଉଣ୍ଡେସନ ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଫାଉଣ୍ଡେସନ ର ଅଧକ୍ଷ ଇଂ ସବ୍ୟସାଚୀ…

ଅରିନ୍ଦମ ଦାସ ଙ୍କ ବିୟୋଗରେ ଶୋକସଭା

Posted by - September 24, 2021 0
ସୋନପୁର:(ଅଜିତ୍ କୁମାର ପୁଝାରୀ)ଆଉ ନାହାନ୍ତି ଯୁବ ସାମ୍ବାଦିକ ତଥା ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ । ତାଙ୍କର ଅମର ଆତ୍ମାର ସଦ୍ ଗତି ପାଇଁ ସୋନପୁର…

ପ୍ରଧାନ ମନ୍ତ୍ରୀ କୌଶଳ ଯୋଜନା ତାଲିମ କେନ୍ଦ୍ରରେ ଉତ୍ତେଜନା

Posted by - September 4, 2021 0
ବାଲିଆପାଳ;(ପ୍ରଭାକର ମଲ୍ଲୀକ୍)ବାଲେଶ୍ଵର ଜିଲ୍ଲା ବାଲିଆପାଳ ବ୍ଲକ ଜାମକୁଣ୍ଡା ଛକରେ ହୋଇଥିବା ପ୍ରଧାନ ମନ୍ତ୍ରୀ କୌଶଳ ଯୋଜନା ତାଲିମ କେନ୍ଦ୍ରରେ ନିଯୁକ୍ତି ଦାତା ପ୍ରତିଶ୍ରୁତି ପାଳନ ନ କରିବାରୁ…

ହରଭଙ୍ଗା ସମେତ ବୌଦ୍ଧ ଜିଲ୍ଲା ର ପୁରପଲ୍ଲୀ ରେ ପାଳିତ ହେଲା ଗଜଲକ୍ଷ୍ମୀ ପୂଜା

Posted by - October 19, 2021 0
ବୌଦ୍ଧ:(ଚିତ୍ତରଂଜନସିଂ)କରୋନା ପାଇଁ ଚଳିତ ବର୍ଷ ପର୍ବ ପର୍ବାଣୀ ଫିକା ପଡିଥବା ବେଳେ ଆଜି ହରଭଙ୍ଗା ସମେତ ବୌଦ୍ଧ ଜିଲ୍ଲା ପୁରପଲ୍ଲୀ ରେ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି!ହରଭଙ୍ଗା…

Leave a comment

Your email address will not be published.