Breaking News
6:08 pmକଟକ ସବ୍‌ରେଜିଷ୍ଟ୍ରେର କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟଣା: ଅବକାରୀ ବିଭାଗକୁ ରିପୋର୍ଟ ମାଗିଲେ ଜିଲ୍ଲାପାଳ 6:07 pmଗୃହ ବିଭାଗରୁ ଇସ୍ତଫା ଦିଅନ୍ତୁ ମୁଖ୍ୟମନ୍ତ୍ରୀ,ନବଙ୍କୁ ହତ୍ୟା ପଛରେ ଟପ ଲେଭେଲରେ ଥିବା ଲୋକଙ୍କ ସମ୍ପୃକ୍ତି ଥିବା ସନ୍ଦେହ : କଂଗ୍ରେସ, 6:06 pmନବ ଦାସଙ୍କୁ ହତ୍ୟା ଘଟଣା: ବିରୋଧୀଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଦେବୀ ମିଶ୍ର 3:38 pmଯାଜପୁର:ନାବାଳିକାଙ୍କୁ ଗଣଦୁଷ୍କର୍ମ: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର,କୋରେଇ ଥାନା କଡମା ଗ୍ରାମ ନିକଟରେ ହେଉଥିବା ଏକ ମେଳା ଦେଖିବାକୁ ଯାଇଥିଲେ ସେହି ଗ୍ରାମର ଜନୈକ ୧୬ ବର୍ଷୀୟା ନାବାଳିକା । ତେବେ ଫେରିଵା ବାଟରେ କଡମା ଗ୍ରାମର ଜଣେ ଯୁବକ ଓ ରାଉତପଡା ଗ୍ରାମର ଜଣେ ଯୁବକ ତାଙ୍କୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଖବର 3:36 pmନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା

ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ବଡଚଣା ପୋଲିସର ଫ୍ଲାଗ୍ ମାର୍ଚ୍ଚ

952 0

ଚଣ୍ଡିଖୋଲ ୨୮|୪: ଆସନ୍ତାକାଲି ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ହେବ । ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ଯାଜପୁର ଜିଲ୍ଲା ବଡଚଣା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚୂଡାନ୍ତ ସରିଛି। ବଡଚଣା, ବାଲିଚନ୍ଦ୍ରପୁର, ବୈରୀ ଆଦି ୩ ଗୋଟି ଥାନାରେ କେନ୍ଦ୍ରୀୟ ସୁରକ୍ଷା ବଳ, ଆଇ.ଟି.ବି.ପିର ପ୍ରାୟ ୧୦ ପ୍ଲାଟୁନ୍ ପୋଲିସ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ବଡଚଣା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଫ୍ଲାଗ୍ ମାର୍ଚ୍ଚ ମଧ୍ୟ ହୋଇଛି । ବଡଚଣା ବିଧାନସଭା ଆସନରେ ମୋଟ୍ ୧ ଲକ୍ଷ ୪୩ ହଜାର ୨୩୪ ଭୋଟର ଅଛନ୍ତି ।

Related Post

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ।

Posted by - July 12, 2022 0
ଭବାନୀପାଟଣା : (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ…

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର

Posted by - November 1, 2022 0
ବୌଦ୍ଧ  : (ଚିତ୍ତ ରଞ୍ଜନ ସିଂ )ବୋୖଦ୍ଧ ଜ଼ୀଲ୍ଲା ହରଭଙ୍ଗା ବ୍ଳକ ଦୁର୍ଗମ ଅଞ୍ଚଳ କୁସଙ୍ଗ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି…

ଗୋଚର ଜମିରେ ମିନି ଷ୍ଟାଡିୟମ ନିର୍ମାଣକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟ ରେ ମୁହାଁମୁହିଁ

Posted by - July 29, 2021 0
ଯାଜପୁର: (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ସିଂହପୁର ପଂଚାୟତର ଗୋଚର ଜମିରେ ମିନି ଷ୍ଟାଡିୟମ ନିର୍ମାଣକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟ ରେ ମୁହାଁମୁହିଁ…

ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିଲା ସରକାରୀ ସହାୟତା

Posted by - July 13, 2022 0
ବୌଦ୍ଧ:( ଚିତ୍ତରଂଜନସିଂ)କରୋନାରେ ମୃତ ବୌଦ୍ଧ ଜିଲାର ସାମ୍ବାଦିକ ଦୁର୍ବାକ୍ଷ ବସ୍ତିଆଙ୍କ ପରିବାରକୁ ସରକାର ଆର୍ଥିକ ସହାୟତା ଯୋଗାଇଦେଇଥିବା ଜଣାଯାଇଛି । ଗତ ତା ୧୦.୦୫.୨୦୨୧ ରିଖରେ କରୋନାରେ…

ବେଲାପଡ଼ା ଅନ୍ତର୍ଗତ ଧରମସିଂ ହାଇସ୍କୁଲ ସୁଲେକେଲା ଠାରେ ବିଦ୍ୟାଶ୍ରୀ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ

Posted by - September 10, 2022 0
ପାଟଣାଗଡ଼ :(ତାପସ ରଞ୍ଜନ ବେହେରା) ଟିଟିଲାଗଡ ବ୍ଲକ ଚାଣ୍ଟିପଲାର ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ବୃନ୍ଦାବନ କୁମ୍ଭାରଙ୍କ ବିଦ୍ୟାଶ୍ରୀ ଭ୍ରାମ୍ୟମାଣ ପାଠାଗାର ବେଲପଡ଼ା ବ୍ଲକ ଧରମସିଂ ହାଇସ୍କୁଲ ସୁଲେକେଲା…

Leave a comment

Your email address will not be published.