Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ଯାଜପୁର:ଯାଜପୁର ଜିଲ୍ଲା ଅନ୍ତର୍ଗତ ବରି ବ୍ଲକ୍ ବିଜେଡି ସଭାପତି ସେକ୍ ସଫିକଉଦ୍ଦିନ୍ (ଟାଲି)ଙ୍କୁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜେଡିରୁ ନିଲମ୍ବିତ କରିଥିବା ଜଣାଯାଇଛି। ତାଙ୍କ ବିରୋଧରେ ଗତ ସାଧାରଣ ନିର୍ବାଚନ ସମୟରେ ଦଳ ବିରୋଧୀ ଗତିବିଧିର ଅଭିଯୋଗ ଆସିଥିଲା।

801 0

Related Post

Leave a comment

Your email address will not be published.