Breaking News
12:19 pmଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ କିରାଣୀ ଦେବାଶିଷ ପଣ୍ଡା 7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା

ଶ୍ରୀରାମ ସଚେତନତା ଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ ।

1001 0

ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ ) ବିରଜା କଲ୍ୟାଣ ମଣ୍ଡପ ପରିସରରେ ଶ୍ରୀରାମ ସେବା ସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୧ତାରିଖରେ ଶ୍ରୀରାମ ସଚେତନତା ଶୋଭାଯାତ୍ରାରେ ୬ଶହରୁ ଉଦ୍ଧ୍ୱର୍ ଯୁବକ ମାନେ ଶ୍ରୀଜଗନାଥ ମନ୍ଦିରରୁ ବାହାରି ତ୍ରିଲୋଚନେଶ୍ୱର ମନ୍ଦିରରେ ସମାପନ ହେବାର କାର୍ଯ୍ୟକ୍ରମ ରହିଛି । ସମଗ୍ର ଯୁବ ସମାଜକୁ ଆଧ୍ୟାତ୍ମିକତା ସହ ଯୋଡ଼ିବା ସହ ନଗ୍ନ ଆଧୁନିକତା ଠାରୁ ଦୂରରେ ରହି ନିଜକୁ ହିନ୍ଦୁତ୍ୱ ସହ ଯୋଡ଼ି ରଖିବା ଏହି ଶୋଭାଯାତ୍ରାର ମୂଳଲକ୍ଷ୍ୟ ବୋଲି ସେବାସଂଘର ସଭାପତି ମୃତ୍ୟୁଞ୍ଜୟ ପଟ୍ଟନାୟକ ସୂଚନା ଦେଇଥିଲେ ।

Related Post

ଚାଷି ସମସ୍ୟାର ସମାଧାନ ପାଇଁ ସ୍ପଷ୍ଟିକରଣ ଦାବୀ କଲା ଓଡିଶା ରାଜ୍ୟ କୃଷକ ସଂଗଠନ

Posted by - November 18, 2021 0
ବରଗଡ/ଅତାବିରା:ବରଗଡ ଜିଲ୍ଲାରେ ଚଲିତ ଖରିଫ ରୁତୁରେ ଧାନବିକ୍ରି ପଞ୍ଜିକରଣ ଚକବନ୍ଦି ହୋଇଥିବା ଗ୍ରାମରେ ଚକପଟ୍ଟା ଦିଆଯାଇଥିବା ଜମି ଦଖଲ ଦିଆନଯିବାରୁ ସେଠାରେ ଦଖଲ ମୁତାବକ ଜଲସେଚିତ ଧାନଚାଷ…

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

Posted by - October 2, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ରୁଣ୍ଡିମହୂଲ ପଞ୍ଚାୟତ ବାଲିଯୁରି ୟୁ.ଜି.ଏମ. ଇ. ସ୍କୁଲରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ…

ଜିଲ୍ଲା ପ୍ରଶାସନର ଜନ ସମ୍ପର୍କ ଶିବିର

Posted by - February 4, 2023 0
ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ) ସୋନପୁର ବ୍ଲକ ଅନ୍ତର୍ଗତ ଛକୋରମାଲ ଗ୍ରାମ ପଞ୍ଚାୟତର ବାଦିପଡିଆ ଗ୍ରାମରେ ଜନ ସମର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅବୋଲୀ ସୁନିଲ…

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି

Posted by - February 15, 2023 0
ସୁବର୍ଣ୍ଣପୁର :(ଅଜିତ କୁମାର ପୁଜାହାରୀ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ…

ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହ ନିରାକରଣ ପାଇଁ ସରପଞ୍ଚ ଓ ଜିଲ୍ଲାପାଳଙ୍କ ବୈଠକ

Posted by - June 6, 2022 0
ସୋନପୁର:(ଅଜିତ କୁମାର ପୂଜହାରୀ) ଡୁଙ୍ଗୁରିପାଲି ବ୍ଲକ ପ୍ରଶାସନ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ର ମିଳିତ ସହଯୋଗରେ ବ୍ଲକ ସଭା ଗୃହ ଠାରେ ଶିଶୁ ସୁରକ୍ଷା ଓ…

Leave a comment

Your email address will not be published.