Breaking News
2:23 pmରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି 2:22 pmଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ, ୩ ଦିନ ଯାଏଁ ଛେଚିବ, 2:21 pmସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ପହଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ଟିମ୍ 2:20 pm୨ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ବିଜେପି ସଦସ୍ୟଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ 2:19 pmହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳସ୍ତର ଛୁଇଁଲା ୬୩୦ ଫୁଟ। ଅପରାହ୍ନ ୩ଟା ସୁଦ୍ଧା ୭ଟି ଗେଟ୍ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଜାରି

କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନିର୍ମାଣ ହେବ ଆଉ ୩୦ଟି ବାତ୍ୟା ଆଶ୍ରୟସ୍ଥଳୀ।

1244 0

କେନ୍ଦ୍ରାପଡ଼ା: କ୍ଷତିଗ୍ରସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ମରାମତି ପାଇଁ ୨ ଲକ୍ଷ ଟଙ୍କା ସହାୟତା ମିଳିବ। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି), ଚାଷୀ ଓ ମତ୍ସ୍ୟଜୀବୀଙ୍କୁ ତୁରନ୍ତ ସହାୟତା ପ୍ୟାକେଜ ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ଗୁରୁବାର କହିଛନ୍ତି। ରାଜ୍ୟ ସରକାରଙ୍କ ଯୋଜନାରେ ଯେପରି କୌଣସି ହିତାଧିକାରୀ ବାଦ ନପଡ଼ନ୍ତି ସେଥିପ୍ରତି ଦୃଷ୍ଟି ଦେବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସ୍ଥିତି ସମୀକ୍ଷା ପରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରତି ବାତ୍ୟା ଆଶ୍ରୟସ୍ଥଳରେ ୨ କୋଟି ଟଙ୍କା ଲେଖାଏଁ ଖର୍ଚ୍ଚ ହେବ

Related Post

ହିଂସା ମାର୍ଗ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହେବାପାଇଁ ମାଓବାଦୀଙ୍କୁ ଆହ୍ୱାନ ଦେଲେ ଦକ୍ଷିଣାଞ୍ଚଳ ଡିଆଇଜି

Posted by - May 11, 2023 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ)କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଟାପରାଙ୍ଗ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ଙ୍କ ମଧ୍ୟରେ ଗୁଳିବିନିମୟ ହୋଉଥିଲା l ଯବାନଙ୍କ ଗୁଳିରେ…

ଇପିଏପଂ ପେନସନରର୍ସ ଆସୋସିଏସନ ପକ୍ଷରୁ ଜିଲାପାଳଙ୍କୁ ଏକ ଦାବୀ ପତ୍ର 

Posted by - November 18, 2022 0
ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଅଲ ଓଡିଶା ଇପିଏପଂ ପେନସନରର୍ସ ଆସୋସିଏସନ ଯାଜପୁର ଜିଲା ଶାଖା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଛି । ୩ ଦପାଂ ଦାବୀ ନେଇ ପେନଶନ ଉପଭୋକ୍ତା ମାନେ ଏକ ଶୋଭାଯାତ୍ରା ରେ ଆସି ଜିଲାପାଳଙ୍କୁ ଏକ ଦାବୀ ପତ୍ର କରାଯାଇଛି । ସର୍ବନିମ୍ନ ପେନସନ ୯ ହଜାର ଟଙ୍କା,ପେନସନ ଉପଭୋକ୍ତାଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ସାମିଲ କରିବା ଏବଂ ସରକାରୀ କର୍ମଚାରୀଙ୍କ ଭଳି ପେନସନ ଯୋଗାଇଦେବା ପାଇଁ ଦାବୀ କରାଯାଇଛି । ଏହି ଦାବୀ ନେଇ ଦୀର୍ଘବର୍ଷ ହେଲା ସଂଘ ପକ୍ଷରୁ ଦାବୀ କରାଯାଇ ଆସୁଛି କିନ୍ତୁ ଏଥିପ୍ରତି ସରକାର ଆଦୌ ଧ୍ୟାନ ଦେଉନାହାଁନ୍ତି ଆଗାମୀ ଦିନରେ ଦାବୀ ପୁରଣ ନ ହେଲେ ଆନ୍ଦୋଳନ ତିବ୍ରତର କରାଯିବ ବୋଲି ଚେତାବନି ଦିଆଯାଇଛି ।

ନିଜାମୁଦ୍ଦିନ୍‌ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ,ଯାଜପୁର ଜିଲାର ଜଣେ ଚିହ୍ନଟ

Posted by - April 1, 2020 0
ଭୁବନେଶ୍ୱର:ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ ପକ୍ଷରୁ…

Leave a comment

Your email address will not be published.