ରାଜ୍ୟସ୍ତରୀୟ ମା ଭୈରବୀ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୧ ପାଇଁ ପ୍ରସ୍ତୁତି ବୈଠକ

405 0

ହରଭଙ୍ଗା:(ଚିତ୍ତରଞ୍ଜନ ସିଂ )ବୌଦ୍ଧ ଜିଲ୍ଲା ପୁରୁଣାକଟକ ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲାର ସମ୍ମାନ ଜନକ ମା ଭୈରବୀ କପ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ 2021 ପାଇଁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି!

ବୈଠକରେ ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ରେ ଟୁର୍ନାମେଣ୍ଟ ଆୟୋଜନ ନେଇ ଆଲୋଚନା ହୋଇଥିଲା ବୈଠକରେ ଆସୋସିଏସନ ସଭାପତି ସୁରେନ ପ୍ରଧାନ ଆବାହକ ଅଶୋକ କୁମାର ଅଗ୍ରୱାଲ ସମ୍ପାଦକ ପ୍ରାଣବନ୍ଧୁ ସାହୁ ଭୈରବୀ କ୍ଳବ ସଭାପତି ଅକ୍ରୁର ସେଠି ଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ

Related Post

ଉଦଯାପିତ ହେଲା ଜିଲ୍ଲା ସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

Posted by - January 11, 2022 0
ନୂଆପଡା:(ମେଘନାଦ ନାଏକ)ଜିଲ୍ଲା କୋମନା ଥାନା ପରିସରରେ ଆମ ପୋଲିସ ସମିତି ତରଫରୁ ଗତ ଦୁଇଦିନ ଧରି ଚାଲିଥିବା ଜିଲ୍ଲା ସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି ।…

ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ପକ୍ଷରୁ କଲର ବେଲ୍ଟ ପ୍ରମୋସନ ଟେଷ୍ଟ

Posted by - March 12, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ସୁବର୍ଣ୍ଣପୁର ଜିଲ୍ଲା ସାଂସ୍କୃତି ଭବନ ପରିସରରେ ସୁବର୍ଣ୍ଣପୁର ଜିଲ୍ଲା ତାଇକୋଣ୍ଡୋ ସଂଘ ପକ୍ଷରୁ ୧୪ ତମ କଲର ବେଲ୍ଟ ପ୍ରମୋସନ ଟେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଭଲିବଲ୍ ଟୁର୍ଣ୍ଣାମେଣ୍ଟ ରେ କିଟ୍ ଚମ୍ପିଆନ୍

Posted by - December 28, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲ୍ଲା ବିରିପଟା ଠାରେ ମନ୍ମଥ ଚନ୍ଦ୍ର ଧଳ ସ୍ମାରକୀ ଆନ୍ତଃ କ୍ଲବ ଦିବା ରାତ୍ର ଭଲିବଲ୍ ଟୁନାମେଣ୍ଟ ଅନୁଷ୍ଠିତ ହୋଈଯାଈଛି | ସରକାରୀ…

୧୬ତମ ସୁଜିତ କୁମାର ସାହୁ ଫ୍ଲଡ ଲାଇଟ କ୍ରିକେଟ ଟୁର୍ନାମେଣ୍ଟ ଶୁଭାରମ୍ଭ

Posted by - March 17, 2022 0
ସୋନପୁର:(ଅଜିତ କୁମାର ପୂଝlରୀ)ସୋନପୁର ସହର ରେ ପ୍ରଥମ ଥର ଫ୍ଲଡ ଲାଇଟ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଯାଇଛି lସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ସୁଜିତ ସାହୁ ୧୬…

ପଦ୍ମପୁରମହାଲକ୍ଷ୍ମୀ ଫୁଟବଲଟୁର୍ଣ୍ଣାମେଣ୍ଟ;ଜଡ଼ିଚ଼ାତରଚାମ୍ପିଅନ

Posted by - October 9, 2019 237
କେନ୍ଦୁଝର,୯/୧୦ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମହାଲକ୍ଷ୍ମୀ ପୂଜା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଗ୍ରାମାଞ୍ଚଳ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି।ଏହି ପ୍ରତିଯୋଗୀତାରେ ୮ଟି ଦଳ…