Breaking News
Related Post
ଏଣିକି କୋଭିଡ ହସ୍ପିଟାଲରେ ଲାଗିବ ସିସିଟିଭି, ରୋଗୀ ର ଭଲ ମନ୍ଦ ବୁଝି ପାରିବେ ଆତ୍ମୀୟ
ଭୁବନେଶ୍ୱର:ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଆଜି ରାଜ୍ୟ ସରକାର କୋଭିଡ୍ ହସ୍ପିଟାଲ୍ ଏବଂ କୋଭିଡ୍ କେୟାର ସେଣ୍ଟର ଗୁଡିକରେ ରୋଗୀଙ୍କ ସହିତ ସେମାନଙ୍କ ପରିବାର ସଦସ୍ୟ ଯୋଗାଯୋଗ…
ଆଜି ଭୁବନେଶ୍ୱରରେ ପହଞ୍ଚିବ ଦୁଇ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର
ଆଜି ଭୁବନେଶ୍ୱରରେ ପହଞ୍ଚିବ ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର। ସକାଳେ ଉଭୟଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କଟକ ଜିଲ୍ଲାରେ ୩୫ଟି ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏହି ପ୍ରକଳ୍ପ ଗୁଡ଼ିକ ପାଇଁ ୨୭୦ କୋଟି ଟଙ୍କା ବିନିଯୋଗ ହୋଇଛି। ଐତିହାସିକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନବୀନ ୫୨୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ୨୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି।
Facebook Notice for EU! You need to login to view and post FB Comments!
ବଡ ଖବର
- ଦୁର୍ଘଟଣାରୁ ଲୋକଙ୍କୁ ଉଦ୍ଧାର କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କଲେ ଟିଟିଲାଗଡ଼ ଉପଜିଲ୍ଲାପାଳ
- ଜୟପାଟଣାରେ ଅନ୍ୟାନ୍ୟ ପଛୁଆବର୍ଗର ଭାରତ ବନ୍ଦ୍ ଡାକରା ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ
- ସରକାରୀ ଦେଶୀ ମଦ ଭାଟିରେ ନକଲି ମଦ, ଅବକାରୀ ବିଭାଗର ଚଢ଼ାଉ,ବେଆଇନ ମଦ ଜବତ ଜଣେ ଗିରଫ
- ଜାତୀୟ ତୀରନ୍ଦାଜୀ ପ୍ରତିଯୋଗିତାରେ ଓଡିଶା ପାଇଁ ଟେକ ରଖିଲେ ଯୁଯୋମୁରାର ପ୍ରତିଯୋଗୀ ,ସରକାରୀ ପ୍ରୋତ୍ସାହନ ପାଇଁ ଦାବି
- ସିକ୍ୟୁରୀଟି ଗାର୍ଡ ଙ୍କର ମୃତ୍ୟୁ ନେଇ ଉତ୍କଳ ଆଲୁମିନା କାରଖାନା ସମ୍ମୁଖରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ।
- କେସିଙ୍ଗା ପୋଲିସ ଦ୍ବାରା ୨୪ ପେକେଟ ଗଞ୍ଜେଇ ଜବତ ,ଦୁଇ ଅଟକ
- କଣ୍ଟାମାଳ:ଗୋଷ୍ଠୀ ଶୌଚାଳୟ ସାଜିଛି ଭୂତ କୋଠି, କେବେ ହେବ କାର୍ଯ୍ୟକ୍ଷମ ?
- ସମ୍ବଲପୁର ଜିଲ୍ଲା ପରିଷଦ ର ବୈଠକ
- ଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି।
- ଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।