ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ

951 0

ଭୁବନେଶ୍ୱର: ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସ୍‌ପିଟାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା।

Related Post

There are 1 comments

  1. Of course, your article is good enough, casinosite but I thought it would be much better to see professional photos and videos together. There are articles and photos on these topics on my homepage, so please visit and share your opinions.

Leave a comment

Your email address will not be published.