ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ୯୭, ୭୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୦,୭୦୬ ଜଣ ପାସ୍ କରିଛନ୍ତି। ଚଳିତ ବର୍ଷ ୭୨.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ ହୋଇଛନ୍ତି। ଯାହା ଗତବର୍ଷ ତୁଳନାରେ ୪.୬୫% କମ୍।

940 0

Related Post

ଆଜି ଭୁବନେଶ୍ୱରରେ ପହଞ୍ଚିବ ଦୁଇ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର

Posted by - February 16, 2019 2
ଆଜି ଭୁବନେଶ୍ୱରରେ ପହଞ୍ଚିବ ଜମ୍ମୁ ଓ କଶ୍ମୀରର ପୁଲଓ୍ୱାମାରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର। ସକାଳେ ଉଭୟଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ…

Leave a comment

Your email address will not be published.