ଯାଜପୁର ଦାନଗଦୀ ବ୍ଲକ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବିରେ ବିକ୍ଷୋଭ

1414 0

ଯାଜପୁର ଦାନଗଦୀ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ରାଜନୈତିକ ବିବାଦ ତେଜିବାରେ ଲାଗିଛି। ପିସି କାରବାର ବନ୍ଦ କରିବା ତଥା ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି କରି ଗୋଟିଏ ଗୋଷ୍ଠୀ ଆଜି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି,ଏକ  ସାମ୍ବାଦିକ ସମ୍ମିଳନୀରେ ଅଧ୍ୟକ୍ଷା ଏ ସମସ୍ତ ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି, ବିଜେଡି କର୍ମୀମାନେ ତାଙ୍କୁ ଦୁର୍ବ୍ୟବହାର କରିବା ସହ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଦୁର୍ନୀତି ଓ ପିସି କାରବାର ଅଭିଯୋଗକୁ ମଧ୍ୟ ସେ ଖଣ୍ଡନ କରିଛନ୍ତି। ଏ ନେଇ ଉଭୟ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ  ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

Related Post

ଫଳ ଓ ପନିପରିବା ଚାଷ ସମ୍ପର୍କରେ ତାଲିମ ଶିବିର

Posted by - October 27, 2021 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର)ବଲାଙ୍ଗୀର ଉଦ୍ୟାନ ବିଭାଗ ପକ୍ଷରୁ ବଙ୍ଗୋମୁଣ୍ଡା ବ୍ଳକ ଅନ୍ତର୍ଗତ ଗନ୍ଧର୍ଲା ପଞ୍ଚାୟତ ଉପାନ୍ତ ବରକାନି ଗାଁ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣ ଠାରେ ପନିପରିବା, ଫଳ ମୂଲ…

ବୌଦ୍ଧରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

Posted by - March 9, 2022 0
ବୌଦ୍ଧ:(ଚିତ୍ତରଂଜନସିଂ)ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ବିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ…

ଚାରିଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ,ସ୍ୱାମୀ ସ୍ତ୍ରୀ ମୃତ ଓ ୩ ଗୁରୁତର

Posted by - June 9, 2021 0
ହରଭଙ୍ଗା୮/୬(ଚିତ୍ତ ରଞ୍ଜନସିଂ) ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ସ୍ୱାମୀ ସ୍ତ୍ରୀ ଙ୍କ ମୃତ…

ଯାଜପୁର ଜିଲ୍ଲାରେ ପୁଣି ଲଜ୍ଜା, ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଥିବା ପବିତ୍ର ସମ୍ପର୍କରେ ଲାଗିଛି କଳଙ୍କ

Posted by - March 9, 2020 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ) ମହିଳା ଦିବସରେ ଯାଜପୁର ଜିଲ୍ଲାରେ ପୁଣି ଲଜ୍ଜା । ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଥିବା ପବିତ୍ର ସମ୍ପର୍କରେ ଲାଗିଛି କଳଙ୍କ। ଷଷ୍ଠ ଶ୍ରେଣୀରେ…

ବୌଦ୍ଧରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ

Posted by - November 11, 2022 0
ବୌଦ୍ଧ : (ଚିତ୍ତ ରଞ୍ଜନ ସିଂହ) ଜିଲ୍ଲାର ସମସ୍ତ ଶିକ୍ଷାଅନୁଷ୍ଠାନ ଓ ବିଭାଗୀୟ କାର୍ଯ୍ୟାଳୟ ମାନଙ୍କରେ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଡଃ.ଉଦୟନାଥ…

Leave a comment

Your email address will not be published.