Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ରାଜ୍ୟରେ କରୋନା ସ୍ଥିତି: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ଅଧିକ। ଆଜି କରୋନାରୁ ସୁସ୍ଥ ହେଲେ ୧୦,୫୧୧। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୪୯ ସୁସ୍ଥ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

163 0

Related Post