Breaking News
2:51 pmପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳାଫଳ //ଚଳିତ ବର୍ଷ ୯୦.୫୫% ଛାତ୍ରଛାତ୍ରୀ ମାଟ୍ରିକ୍‌ ପାସ୍‌ କରିଥିବା ବେଳେ ଏଥର ମଧ୍ୟ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ 2:49 pmଅଭିନେତ୍ରୀ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର // ପୁରୁଷ ବନ୍ଧୁ ସନ୍ତୋଷଙ୍କ ମୃତଦେହ ଉଦ୍ଧାର କଲା ପୁଲିସ // ରାଉରକେଲାର ବାସନ୍ତୀ କଲୋନି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି 7:17 amବିଧାନସଭାରେ ବିଜୁଳି ତାତି: ସରକାରଙ୍କୁ ଘେରିଲେ ବିରୋଧୀ, ବଳକା ରାଜ୍ୟରେ ବିଜୁଳି ଦର ଅଧିକ କାହିଁକି ବୋଲି ପ୍ରଶ୍ନ୍, ବିଜୁଳି କ୍ଷେତ୍ରରେ ମହାଦୁର୍ନୀତି ହୋଇଛି, ସଂସ୍କାର ସଫଳ ହୋଇଛି: ଶାସକ ସଭ୍ୟ 7:05 amରାଗିଂକୁ ନେଇ ବିଧାନସଭାରେ ବିଧାୟକ କମ୍ପିଲେ, ସିବିଆଇ ତଦନ୍ତ ସହ କଠୋର ଆଇନ ଦାବି ବିଜେବି ଛାତ୍ରୀ ଆତ୍ମହତ୍ୟା ନେଇ ଉଦ୍‌ବେଗ, ହୋହଲ୍ଲା ଯୋଗୁ ପ୍ରଶ୍ନକାଳ ହୋଇପାରିଲାନି 7:04 amଭୁବନେଶ୍ବର: ୬ ତାରିଖ ଦିନ ଗୋଟାଏ ବେଳେ ମାଟ୍ରିକ୍ ରେଜଲ୍ଟ ବାହାରିବ, ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀଙ୍କ ସୂଚନା

ଏମ୍‌ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଜିଠୁ NEETରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଅନ୍‌ଲାଇନ୍ ପଞ୍ଜିକରଣ କରି ପାରିବେ। ଏହି ଅନ୍‌ଲାଇନ୍ ପଞ୍ଜିକରଣ ୨୫ ଜୁନ୍‌ ପର୍ଯ୍ୟନ୍ତ ଚାଲିବ।

781 0

Related Post

ନିପାଣିଆରେ ଡଙ୍ଗା ବୁଡ଼ି ଜଣଙ୍କର ମୃତ୍ୟୁ ଆଠ ନିଖୋଜ

Posted by - January 2, 2019 92
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ଜମ୍ବୁଥାନା ଅନ୍ତର୍ଗତ ନିପାଣିଆ ନିକଟରେ ଘଟିଛି ବଡ଼ ଅଘଟଣ। ମହାନଦୀରେ ଡଙ୍ଗା ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ନିଖୋଜ ଅଛନ୍ତି।…

Leave a comment

Your email address will not be published.