ଭୁବନେଶ୍ୱର ଉପକଣ୍ଠ ଭଗବାନପୁରକୁ ସ୍ଥାନାନ୍ତରିତ ହେବ ୟୁନିଟ-୧ ପରିବା ହୋଲସେଲ ମାର୍କେଟ। ସେଠାରେ ପରିବା ହୋଲସେଲ ମାର୍କେଟ ଲାଗି ଶୀତଳଭଣ୍ଡାର ଠାରୁ ଆରମ୍ଭ କରି ରହିବ ସବୁ ପ୍ରକାର ଅତ୍ୟାଧୁନିକ ସୁବିଧା ସୁଯୋଗ ଓ ଭିତ୍ତିଭୂମି

239 0

Related Post