Breaking News
2:05 pmତେଲ ରେଟ କମିବାରୁ କମିଲା ବସ ଭଡା ,ସାଧାରଣ ବସରେ କିଲୋମିଟର ପିଛା ୩ ପଇସା ହ୍ରାସ, 2:04 pmପାରାଦୀପ ରେ ଫାଟିଲା IOCL ତେଲ ପାଇପ ,ଘଟଣା ସ୍ଥଳ ରେ ପହଞ୍ଚିଲେ IOCL ଅଗ୍ନିଶମ ବାହିନୀ, ପ୍ରଚୁର ମାତ୍ର ରେ ତେଲ ବହି ପାଣି ରେ ମିଶୁଚି 1:58 pmଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ 10:45 pmଭୁବନେଶ୍ୱର: ଜମିଜମା ବିବାଦକୁ ନେଇ ପୁରୁଣା ଭୁବନେଶ୍ୱର ରଥରୋଡରେ ପୁଲିସ ଉପସ୍ଥିତିରେ ବଡ଼ଭାଇକୁ ହାଣିଲା ସାନଭାଇ। ଖଣ୍ଡା ଆକ୍ରମଣରେ ବଡ଼ଭାଇ ଗୁରୁତର। ହସ୍ପିଟାଲରେ ଭର୍ତ୍ତି। 10:44 pmଭୁବନେଶ୍ବର: ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ। ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ। କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

କେନ୍ଦୁଝର ଯୋଡ଼ା ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଗୁରୁତର ନାବାଳିକାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଯୋଡ଼ା ଥାନା ପୁଲିସ୍ ଅଟକ ରଖିଛି।

839 0
Facebook Notice for EU! You need to login to view and post FB Comments!

Related Post

ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ନାଁରେ ମାମଲା ରୁଜୁ

Posted by - April 18, 2019 0
ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ନାଁରେ ମାମଲା ରୁଜୁ ହୋଇଛି । ପୁରୀ ସମୁଦ୍ରକୂଳ ଥାନାରେ ମାମଲା ରୁଜୁ ହୋଇଛି । ଧର୍ମୀୟ ଭାବନା…

Leave a comment

Your email address will not be published.