Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ପୁରୀକୁ ସାଂସ୍କୃତିକ ରାଜଧାନୀ କର: ଅନୁଭବ

878 0

ନୂଆଦିଲ୍ଲୀ,୧୦ା୭: ପୁରୀକୁ ଦେଶର ସାଂସ୍କୃତିକ ରାଜଧାନୀ କରିବା ପାଇଁ ଭାଜପା ଏହାର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା। ଏହାକୁ ବାସ୍ତବରେ ପରିଣତ କରିବା ପାଇଁ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ସ୍ମରଣ କରାଇ ଦେଇଛନ୍ତି। ଲୋକ ସଭାରେ ମଙ୍ଗଳବାର ସେ କହିଛନ୍ତି, ୨୦୧୯-୨୦ ବଜେଟରେ ଦେଶର ୧୭ଟି ଗୁରୁତ୍ୱପୂର୍ଣ୍ଣ ସ୍ଥାନର ବିକାଶ ପାଇଁ ପ୍ରସ୍ତାବ ଥିବାବେଳେ ଓଡ଼ିଶାର କୌଣସି ପର୍ଯ୍ୟଟନ ସ୍ଥଳକୁ ଅନ୍ତର୍ଭୁକ୍ତ କରା ନ ଯିବା ଉଦ୍‌ବେଗଜନକ। ବଜେଟ ସମ୍ପର୍କିତ ଆଲୋଚନାରେ ଭାଗନେଇ ଅନୁଭବ କହିଲେ, ୨୦୧୯ ସାଧାରଣ ନିର୍ବାଚନ ବେଳେ ପୁରୀକୁ ଭାରତର ସାଂସ୍କୃତିକ ରାଜଧାନୀ କରିବା ପାଇଁ ଭାଜପା ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ଦେଶର ୧୭ଟି ପର୍ଯ୍ୟଟନ ସ୍ଥଳକୁ ବିଶ୍ୱ ଶ୍ରେଣୀୟ ମାନ୍ୟତା ଦେବା ପାଇଁ ଚିହ୍ନଟ କରାଯାଇଥିବାବେଳେ ଏ କ୍ଷେତ୍ରରେ ପୁରୀକୁ ଭୁଲିଯିବା ଦୁର୍ଭାଗ୍ୟଜନକ।

Related Post

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଆଦିବାସୀ ଙ୍କୁ ଉପେକ୍ଷା, ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ସ୍ଥାନ ସଂରକ୍ଷଣ ପାଇଁ ଦାବି

Posted by - January 6, 2022 0
ଭୁବନେଶ୍ବର/କଳାହାଣ୍ଡି :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଆଗାମୀ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଓଡିଶା ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହେଲେ ଅନୁସୂଚିତ ଜନଜାତି…

ଗୋଟାଏ ପିସ୍ତଲ ଓ ୫ଟି ମୋବାଇଲ ଜବତ ସହିତ ୫ ଜଣ ଡକାୟତ ଗିରଫ

Posted by - July 26, 2021 0
ଖୋର୍ଦ୍ଧା:(ଶୁଭଲକ୍ଷ୍ମୀ ସାମନ୍ତରା)ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସକୁ ଦୀର୍ଘଦିନ ପରେ ମିଳିଛି ବଡ ସଫଳତା । ଏକ ବଡ଼ ଡକାୟତ ଗ୍ୟାଙ୍ଗର ପର୍ଦାଫାଶ କରିବାରେ ପୋଲିସ ସଫଳ ହୋଇଛି…

ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ଙ୍କ ମତଦାନ

Posted by - April 23, 2019 0
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀ ଆସନ…

ଯାଜପୁର ଜିଲା ରେ ୭୧ ତମ ଜିଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳିତ

Posted by - January 26, 2020 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲା ବାଳାଶ୍ରମ ପଡିଆରେ ୭୧ ତମ ଜିଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଶକ୍ତି ଏବଂ…

ମମିତା ମେହେର ହତ୍ୟାକାଣ୍ଡ ନେଇ ସମ୍ବଲପୁର ରେ ବିରୋଧ

Posted by - October 23, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ସମ୍ବଲପୁର ରେ ଦେଖିବାକୁ ମିଲିଛି ରାଜ୍ୟର ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ର ତାତି । ସମ୍ବଲପୁର ଠାରେ ବିଜେପି ଓ କଂଗ୍ରେସ ଦଳ…

Leave a comment

Your email address will not be published.