Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ପଶ୍ଚିମବଙ୍ଗକୁ ରସଗୋଲା ପାଇଁ ମିଳିଥିବା GI ଟ୍ୟାଗ୍‌ର ପୁନଃ ବିଚାର କରାଯିବ। କେନ୍ଦ୍ର ସରକାରଙ୍କ ଜୋଗ୍ରଫିକାଲ୍ ଇଣ୍ଡିକେଟର୍ ରେଜଷ୍ଟ୍ରି ପକ୍ଷରୁ ଏନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ୍ କରାଯାଇଛି

1072 0

Related Post

Leave a comment

Your email address will not be published.