Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ଜେନାପୁର ରେଖିଦେଇପୁର ଓ ପାଇକରାପୁର ରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ

179 0

ଯାଜପୁର (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲା ଜେନାପୁର ରେଖିଦେଇପୁର ଓ ପାଇକରାପୁର ରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ। ଗଞ୍ଜେଇ ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ୧୭ କେଜି ଗଞ୍ଜେଇ ଜବତ କରିଛି।ଏହି ଚଢ଼ାଉ ର ନେତୃତ୍ୱ ନେଇଥିଲେ ଅବକାରୀ ଇନ୍ସପେକ୍ଟର ସ୍ୱପ୍ନାରାଣୀ ସାହୁ।

ଅବକାରୀ ବିଭାଗ ଏହି ଘଟଣା ରେ  ବିଜୟ ରାଉତ ଙ୍କୁ ଗିରଫ କରାଯାଇଛି। ତାଙ୍କୁ ଅବକାରୀ ବିଭାଗ  ଗିରଫ କରି କୋର୍ଟ ଚାଲାଣ କରିଛି।ତେବେ ବିଜୟ ଏହି ଚୋରା ଗଞ୍ଜେଇ କୁ ଆଣି ମାର୍କେଟ ରେ ବୋହୁ ମୂଲ୍ୟରେ ବିକ୍ରି କରିଥାଏ । ସବୁ ଦିନ ଭଳି ଆଜି ମଧ୍ୟ ଚୋରା ଗଞ୍ଜେଇ ଆଣିଥିବା ସମୟରେ ଅବକାରୀ ବିଭାଗ ହାତରେ ପଡିଥିଲା ବିଜୟ ।

ଏଠାରେ ଭିଡିଓ ଦେଖନ୍ତୁ 

 

Related Post

ଉଠାଦୋକାନି‌ଙ୍କ କବଜାରେ ଭବାନିପାଟଣା ସହରର ରାସ୍ତା: ଟ୍ରାଫିକ ସମସ୍ୟା ରେ ସହରବାସୀ ହନ୍ତସନ୍ତ

Posted by - May 11, 2022 0
‌ଭୁବନେଶ୍ଵର/କଳାହାଣ୍ଡି :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲାର ସଦରମହକୁମା ଭବାନିପାଟଣା ଏକ ଜନବହୁଳ ବହୁ ପୁରାତନ ସହର ଭାବେ ପରିଚିତ l ତେବେ ସମୟ…

ମୁଖିଗୁଡ଼ା ରେ ପାନୀୟ ଜଳ ସଙ୍କଟ, ଜଳ ଯୋଗାଣ ଦାବିରେ ମହିଳାଙ୍କ ବ୍ଳକ କାର୍ଯ୍ୟାଳୟ ଘେରାଉ

Posted by - December 11, 2021 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ/ଅର୍ଜୁନ ପଟ୍ଟନାୟକ)ଓଡ଼ିଶା ସରକାର ପ୍ରତି ଗାଁକୁ ପାନୀୟଜଳ ର ନାରା ଦେଉଥିଲେ ହେଁ ପ୍ରକୃତ କ୍ଷେତ୍ରରେ ତାର ବିପରୀତ ପରିଲକ୍ଷିତ ହେଉଛି। କେବଳ ସ୍ଲୋଗାନ ଦେଇ…

କେସିଙ୍ଗା ପ୍ରସିଦ୍ଧ ମାଁ ଅମ୍ବାଜୀ ମନ୍ଦିରରୁ ସୁନା ଅଳଙ୍କାର ଚୋରି

Posted by - January 20, 2023 0
କେସିଙ୍ଗା:(ପୀତେଶ ପଟେଲ)କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହର ରେଳ ଫାଟକ ପାଖରେ ଥିବା ପ୍ରସିଦ୍ଧ ମାଁ ଅମ୍ବାଜୀ ମନ୍ଦିରରୁ ଗତ କାଲି ରାତିରେ କେହି ଦୁର୍ବୃତ୍ତ ମନ୍ଦିର ର…

ସମ୍ବଲପୁର ରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି

Posted by - June 15, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ନବନିର୍ବାଚିତ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ଆଜି ସମ୍ବଲପୁର ଠାରେ ଭଵ୍ୟ ସ୍ୱାଗତ ସମ୍ବର୍ଦ୍ଧନl ଦିଆଯାଇଛି । ରାଜ୍ୟ ସଭା ସାଂସଦ ଭାବରେ ନିର୍ବାଚିତ…