Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ସାହିତ୍ୟ ପରିବାର ପକ୍ଷରୁ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସଵ ଅନୁଷ୍ଠିତ

178 0

ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ବିରଜା ମହିଳା ମହାବିଦ୍ୟାଳୟ ଠାରେ ସାହିତ୍ୟ ସଂଗଠନ ବିରଜା କୃପା ସାହିତ୍ୟ ପରିବାର ପକ୍ଷରୁ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସଵ ଅନୁଷ୍ଠିତ ହୋଇଯାଇଛି।

ସଂଗଠନ ର ସଭାପତି ବିଦ୍ୟୁତ ପ୍ରଭା ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନବ କିଶୋର ପଣ୍ଡା,ମୁଖ୍ୟ ବକ୍ତା ଭାବେ ନୃସିଂହ ଚରଣ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବାର୍ଷିକ ବିଶେଶାଙ୍କ ବିରଜାକୃପା ଲୋକାର୍ପିତ ହେବା ସହିତ କବିତା ପାଠୋତ୍ସଵ ଅନୁଷ୍ଠିତ ହୋଇଥିଲା ।

Related Post

ଶରଧାପୁରରେ ନେହେରୁ ଯୁବ କେନ୍ଦ୍ରର ସ୍ୱଚ୍ଛତା ପକ୍ଷ

Posted by - August 4, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲା ନେହେରୁ ଯୁବ କେନ୍ଦ୍ର ଆନୁକୂଲ୍ୟରେ ହରଭଙ୍ଗା ବ୍ଲକର ପିତାମ୍ବରପୁର ପଞ୍ଚାୟତ ଅନ୍ତର୍ଗତ ଶରଧାପୁରରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ଏହି…

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ଡ. ବି ଆର୍ ଆମ୍ବେଦକରଙ୍କ ୧୩୧ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ

Posted by - April 15, 2022 0
କଳାହାଣ୍ଡି::(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମା ସ୍ଥିତ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ବାବା ସାହେବ୍ ଡ ବି ଆର୍ ଆମ୍ବେଦକରଙ୍କ…

ଛଟେଇ ଓ ବହିଷ୍କୃତ ଖଣି ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦାବି ନେଇ ସିଆଇଟିୟୁର ବିକ୍ଷୋଭ

Posted by - June 22, 2020 0
ବଡ଼ବିଲ:(ସୀତାରାମ ଦୀକ୍ଷିତ) ବନ୍ଦ ଖଣି ଗୁଡ଼ିକୁ ତୁରନ୍ତ ଚାଲୁ କରିବା ସହ ଖଣି ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦାବି ଯୋର ଧରିଛି । ଏନେଇ ଶ୍ରମିକ ସଂଗଠନ ସିଆଇଟିୟୁ…

ଅଭାବୀ ବିକ୍ରିର ଶିକାର କଳାହାଣ୍ଡି ପିଆଜ ଚାଷୀ, ସରକାରୀ ପ୍ରୋତ୍ସାହନ ଅଭାବ ମୁଖ୍ୟ କାରଣ

Posted by - April 29, 2022 0
କଳାହାଣ୍ଡି :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ସମଗ୍ରରାଜ୍ୟ ରେ ବିଭିନ୍ନ ସମୟରେ ପିଆଜ ର ଦରବୃଦ୍ଧି ଖାଉଟି ମାନଙ୍କ ଲୁହର କାରଣ ହେଉ ଥିବା ବେଳେ…