Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ପୂର୍ବାହ୍ନରେ ଏକ କନ୍ୟା ଯାତ୍ରୀ ଗାଡ଼ି ଓଲଟି ପଡିଛି, ଫଳରେ ଗାଡ଼ି ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଡ଼ିରେ ବସିଥିବା ୭ ଜଣ କନ୍ୟାଯାତ୍ରୀ ଗୁରୁତର ଆହତ ହୋଇଛନ୍ତି

93 0

Related Post