Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ପାଇଲିପଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଯୋଗ ଶିକ୍ଷା

66 0

ବେଲଗୁଣ୍ଠା:(ସୁଶ।ନ୍ତ କୁମାର ବେହେରା) ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ୪୮ନମ୍ବର ଜୋନ ଜିଲ୍ଲାପରିଷଦ ତଥା ଜନାରୋଗ୍ୟ କଲ୍ୟାଣ ସମିତିର ଅଧ୍ୟକ୍ଷ ସୁଧୀର କୁମାର ଜେନାଙ୍କ ପୌରୋହିତ୍ୟରେ ଏକ ଦିନିକିଆ ଯୋଗ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୋଗ ଗୁରୁ ଆଇ.ଗୌତମ ପାତ୍ର ଯୋଗ ଶିକ୍ଷା ପ୍ରଦାନ କରିଥିଲେ । ବେଲଗୁଣ୍ଠା ଓ ଗୋବରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡକ୍ଟର ବାଲୁଙ୍କେଶ୍ୱର ସଢ଼ଙ୍ଗୀ ଆଜିର ଦିନରେ ସମସ୍ତଙ୍କ ପାଇଁ ଯୋଗ ଏକ ନିହାତି ଆବଶ୍ୟକ କାମ ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ଆୟୁଷ ଡକ୍ଟର ସରୋଜ ପ୍ରଧାନ,ସ୍ବାସ୍ଥ୍ୟ ପରିଦର୍ଶକ ସୁଭ୍ରମନ୍ୟୁ କର, ପାଇଲିପଡ଼ା ନାଏବସରପଞ୍ଚ ସଲିଳା ମହାରଣା,ବାରଟା ବିଦ୍ୟାଳୟ ପରିଚାଳନା କମିଟୀ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ବିଶ୍ବାଳ,ଶିକ୍ଷକ ବିଜୟ ସାହୁ,ସରୋଜ ସାହୁ,ଦୀନବନ୍ଧୁ ପ୍ରଧାନ,ସମାଜ ସେବୀ ବଳରାମ ସ୍ବାଇଁ,ଜଗନ୍ନାଥ ପାତ୍ର,ଶିଶିର ବିଶ୍ବାଳ,ଟୁକୁନା ସ୍ବାଇଁ,ୱାର୍ଡ ସଭ୍ୟ ଓ ଅଞ୍ଚଳର କିଛି ଯୁବକ ସାମିଲ ହୋଇଥିଲେ।ଯୋଗ ଗୁରୁ ସପ୍ତାହକୁ ୨ଦିନ ଆସିବାର ବ୍ୟବସ୍ଥା କରାଯିବାକୁ ଜିଲ୍ଲାପରିଷଦ ପ୍ରକାଶ କରିଥିଲେ ।

Related Post

ଖପ୍ରାଖୋଲ ତହସିଲ ରେ ଯୋଗ ଦେଲେ ତିନି ରାଜସ୍ୱ ନିରୀକ୍ଷକ

Posted by - April 10, 2022 0
ଖପ୍ରାଖୋଲ:(ତାପସ ରଞ୍ଜନ ବେହେରା) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ତହସିଲ ରେ ତିନିଜଣ ନୂତନ ରାଜସ୍ୱ ନିରୀକ୍ଷକ ଯୋଗ ଦେଇଥିବା ଜଣାଯାଇଛି । ତହସିଲ ଅଞ୍ଚଳରେ ୬ ଟି…

କଳାହାଣ୍ଡି ବ୍ରାହ୍ମଣ ସମାଜ ପକ୍ଷରୁ ମହା ସମାରୋହରେ “ପର୍ଶୁରାମ ଜୟନ୍ତୀ” ପାଳିତ

Posted by - May 3, 2022 0
ଭବାନୀପାଟଣା: (ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) ପବିତ୍ର ଅକ୍ଷୟ ତୃତୀୟା ଅବସରରେ କଳାହାଣ୍ଡି ବ୍ରାହ୍ମଣ ସମାଜ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଭଗବାନ…

ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ମହିଳା ଦିବସ

Posted by - March 8, 2022 0
ବେଲଗୁଣ୍ଠା:(ଆଜି ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି I ଅନୁଷ୍ଠାନର ଅଧ୍ୟକ୍ଷା ଡ. ସଂଯୁକ୍ତା ପଣ୍ଡାଙ୍କ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ବଙ୍ଗୋମୁଣ୍ଡା ବାଳିକା ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକ ଉତ୍ସବ

Posted by - June 4, 2022 0
ବଙ୍ଗୋମୁଣ୍ଡା :(ଅଭିମନ୍ୟୁ ବହିଦାର )ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ…