Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ଲାଞ୍ଚ ନେବା ଅଭିଯୋଗରେ ଡେପୁଟି ଜେନେରାଲ ମ୍ୟାନେଜର ଙ୍କୁ ୫ ବର୍ଷ ଜେଲ ଦଣ୍ଡ

202 0

ଭୁବନେଶ୍ବର:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ରାଜ୍ଯରେ ଦୁର୍ନତୀ ଗ୍ରସ୍ତ କର୍ମଚାରୀ/ଅଧିକାରୀ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୁର୍ନତୀ ନିବାରଣ ବିଭାଗ ଦୁର୍ନୀତିଗ୍ରସ୍ତ ଙ୍କୁ ଧରିବା ସହ କୋଟି କୋଟି ଟଙ୍କା ଏବଂ ଅଚଳାଚଳ ସମ୍ପତ୍ତି ଜବତ କରୁଥିବା ସ୍ଵତ୍ତ୍ଵେ ଦୁର୍ନତୀ ଥମିବାର ନାଁ ଧରୁନି।

ତେବେ ୫ ବର୍ଷ ପୂର୍ବେ ଲାଞ୍ଚ ନେଉଥିବା ଅଭିଯୋଗରେ ଓଡିଶା ପାୱାର୍ ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ ର ଡେପୁଟି ଜେନେରାଲ ମ୍ୟାନେଜର ଯଶୋବନ୍ତ ଚୌଧୁରୀ ଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ୨୦୦୧୭ ମସିହାରେ ଜୈନିକ ବ୍ୟକ୍ତିଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ରେ ବାରିପଦା ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ସଜ୍ଜା ଶୁଣାଇଛନ୍ତି।

Related Post

ଆଜି ଅନୁଗୋଳରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ । ପଜିଟିଭ ସଂଖ୍ୟା ପହଞ୍ଚିଲା ୨୦୧ ରେ

Posted by - July 20, 2020 0
ଅନୁଗୁଳ:(ମହେଶ ଭୋମରାଜ)ଆଜି ଅନୁଗୋଳ ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆଠମଲ୍ଲିକ ବ୍ଲକ୍ ଅଂଚଳରୁ ସର୍ବାଧିକ ୫ ଜଣ, ଅନୁଗୋଳ…

ହରଭଙ୍ଗାବ୍ଲକ ର ବିଭିନ୍ନ ସ୍ଥାନରେ ସ୍ନାନ ପୁର୍ଣିମା

Posted by - June 24, 2021 0
ବୌଦ୍ଧ:(ଚିତ୍ତରଞ୍ଜନ ସିଁ)ବୌଦ୍ଧ ଜିଲ୍ଲା ହରଭଙ୍ଗାବ୍ଲକର ବିଭିନ୍ନ ଜଗନ୍ନାଥ ମନ୍ଦିରରେ କୋରନା କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନପୂଣ୍ଣିମା ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକର ସ୍ଥିତ ଠିଡିକାଜୋର ଶ୍ରୀ…

ପ୍ରେସକ୍ଲବ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା

Posted by - May 19, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲାପାଳଙ୍କ କାର୍ଯ୍ୟଳୟର ସମ୍ମିଳନୀ କକ୍ଷରେ ଯାଜପୁର ପ୍ରେସକ୍ଲବ ପକ୍ଷରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରେସ ବ୍ଳକ…

ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ,ନିର୍ମାଣରେ ଅନିୟମିତତା,ଦୈନିକ ଘଟୁଛି ଦୁର୍ଘଟଣା,ବିଭାଗର ନିଘାନାଇଁ

Posted by - August 8, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ବୌଦ୍ଧ ଜିଲ୍ଲାଦେଇ ଯାଇଥିବା ଖୋର୍ଦ୍ଧା -ବଲାଙ୍ଗୀର 57ନମ୍ବର ଜାତୀୟ ରାଜପଥ ବିଭିନ୍ନ ସମସ୍ୟା ଘେରରେ ଏବେ ଜର୍ଜରିତ!ଏହି ଜାତୀୟ ରାଜପଥ ଦେଇ ବାହାର ରାଜ୍ୟ…

ଭତ୍ତା ପାଇଁ ୧୦ କିଲୋମିଟର ଚାଲୁଛନ୍ତି ୮୨ ବର୍ଷୀୟ ବୃଦ୍ଧା

Posted by - May 31, 2022 0
ନବରଙ୍ଗପୁର:(ବେଣୁ ଗୋପାଳ ରାଓ ) ଭତ୍ତା ପାଇଁ ୧୦ କିଲୋମିଟର ଚାଲୁଛନ୍ତି ୮୦ ବର୍ଷୀୟରୁ ଉର୍ଦ୍ଧ ବୟସ୍କା ଜଣେ ବୃଦ୍ଧା । ଓହ୍ଲାଇ ଆସିଛି ବୟସର ଅପରାହ୍ନ। ଚାଲିବାକୁ…