ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୫ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଆସନ୍ତା ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନକ୍ସଲ ପ୍ରଭାବିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଏହି ବୈଠକରେ ଯୋଗ ଦେବେ।
Facebook Notice for EU!
You need to login to view and post FB Comments!